ଚଳିତବର୍ଷ ପାର୍ବଣ ସମୟରେ ଦେଶରେ ଗାଡ଼ି ବିକ୍ରି ରେକର୍ଡ ସ୍ତରରେ
ଚଳିତବର୍ଷ ପାର୍ବଣ ସମୟରେ ଦେଶରେ ଗାଡ଼ି ବିକ୍ରି ରେକର୍ଡ ସ୍ତରରେ ପହଞ୍ଚିଛି। ୪୨ ଦିନ ମଧ୍ୟରେ ଦେଶରେ ୫୨ ଲକ୍ଷ ୩୮ ହଜାର ୪୦୧ଟି ଗାଡ଼ି ବିକ୍ରି ହୋଇଛି ବୋଲି ଫେଡେରେସନ ଅଫ୍ ଅଟୋମୋବାଇଲ ଡିଲର୍ସ ଆସୋସିଏସନ (ଏଫଏଡିଏ) ରିପୋର୍ଟରୁ ଜଣାଯାଇଛି। ପାର୍ବଣ ସମୟରେ ଜିଏସ୍ଟି ହ୍ରାସର ପ୍ରଭାବ…