Browsing Tag

#india

ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ…

ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ

ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍‌ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍‌ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍‌ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩…

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୯୭ବର୍ଷରେ ପାଦ ଥାପିଥିବା ଲାଲକୃଷ୍ଣ ଆଡଭାନୀ ୧୯୨୭ ମସିହା ନଭେମ୍ବର ୮ ତାରିଖରେ ପାକିସ୍ତାନର କରାଚୀରେ ଜନ୍ମଗ୍ରହଣ କରିଥିଲେ । ସେ ୨୦୦୨ରୁ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ…

ଆତଙ୍କବାଦ ଦମନ ପାଇଁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ବଡ ପଦକ୍ଷେପ

ଆତଙ୍କବାଦ  ମୁକାବିଲା ଦିଗରେ ଟେକନୋଲୋଜିର ବ୍ୟବହାରକୁ ନେଇ 'Anti-Terror Conference-2024 ରେ କହିଛନ୍ତି ଶାହା। ଆତଙ୍କବାଦୀଙ୍କ ମୁକାବିଲା କରିବା ପାଇଁ ସୁରକ୍ଷାବଳକୁ ଟେକନୋଲୋଜି ବଳ ଦେବ।  ଆକ୍ରମଣ ପୂର୍ବରୁ ଏହି ଟେକନୋଲୋଜି ଦ୍ବାରା ସେମାନଙ୍କ ପ୍ଳାନକୁ ଜାଣିହେବ । ଯଦି ଆମକୁ…

ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ଅତ୍ୟଧିକ ବାୟୁ ପ୍ରଦୂଷଣ

ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ବାୟୁ ପ୍ରଦୂଷଣ ରେକର୍ଡ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ଦେଖା ଗଲାଣି। ଏଭିତରେ ହରିଆଣାର ଗୁରୁଗ୍ରାମରେ ବାୟୁ ପ୍ରଦୂଷଣ ଉପରେ ନିୟନ୍ତ୍ରଣ ଆଣିବା ଲାଗି ଆର୍ଟିଫିସିଆଲ ରେନ୍ ତଥା କୃତ୍ରିମ ବର୍ଷା କରାଯାଇଛି। ଏହି ବର୍ଷା…

ଆଜି ଛଟ୍ ପୂଜାର ଶେଷ ଦିନ

ଆଜି ଛଟ୍ ପୂଜାର ଶେଷ ଦିନ, ବ୍ରତଧାରୀ ମାନେ ନଦୀରେ ବୁଡ଼ ପକାଇବା ସହ ସୂର୍ଯ୍ୟଦେବଙ୍କୁ ଆରାଧନା କରୁଛନ୍ତି । ବିଶେଷ କରି ବିହାରୀ ସମ୍ପ୍ରଦାୟର ଲୋକେ ଏହି ପୂଜାକୁ ଧୁମଧାମରେ ପାଳନ କରୁଛନ୍ତି  । ଆସ୍ଥା ଓ ବିଶ୍ୱାସର ପର୍ବ ଛଟ୍ ଏବର୍ଷ ଚାରି ଦିନ ପାଳନ ହେଉଥିବା ବେଳେ ଆଜି ଏହାର ଶେଷ ଦିନ ।…

୧୦୦ ବର୍ଷରେ ପଦାର୍ପଣ କରିଛି ଭାରତୀୟ ହକି

ଭାରତୀୟ ହକି ୧୦୦ ବର୍ଷରେ ପଦାର୍ପଣ କରିଛି। ଏହି ଶତକୀୟ ବର୍ଷକୁ ହକି ଇଣ୍ଡିଆ ସ୍ମରଣୀୟ କରିବାକୁ ଆଜିଠାରୁ ଉତ୍ସବ ଆରମ୍ଭ କରିଛି। ଶତକୀୟ ବର୍ଷରେ ହକି ଇଣ୍ଡିଆ ଲିଗ୍‌ (HIL) ପୁରୁଷ ଓ ମହିଳା ଲିଗ୍‌ ଆରମ୍ଭ କରି ଏହାକୁ ସ୍ମରଣୀୟ କରିବାକୁ ଯୋଜନା କରିଛି। ହକି କ୍ରୀଡ଼ାର ଜାତୀୟ ସଂଘ…

ଆସନ୍ତା ଦୁଇଦିନ ଧରି ରାଜ୍ୟର ବର୍ଷା ହେବା ନେଇ ସୂଚନା

ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି…

ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହେବ

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା' । ମୁଖ୍ୟମନ୍ତ୍ରୀ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ଏହା ସାମ୍ନାକୁ ଆସିଛି ।  ଏହି ଯୋଜନା ଅନୁଯାୟୀ, ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ…