Browsing Tag

#india

୫୯ତମ ଜନ୍ମଦିନ ପାଳିଲେ ଶାହରୁଖ ଖାନ୍

ଆଜି କିଙ୍ଗ୍‌ ଖାନ୍ ପାଳୁଛନ୍ତି ତାଙ୍କର ୫୯ତମ ଜନ୍ମଦିନ। ବିଗ୍ ବି ଅମିତାଭ ବଚ୍ଚନଙ୍କ ପରି ସୁପରଷ୍ଟାର୍ ଶାହରୁଖ ଖାନ୍ ମଧ୍ୟ ତାଙ୍କର ଜନ୍ମଦିନରେ ବାସଭବନ ‘ମନ୍ନତ୍’ ବାହାରେ ଜମା ହୋଇଥିବା ହଜାର ହଜାର ପ୍ରଶଂସକମାନଙ୍କୁ ଦେଖା ଦିଅନ୍ତି, ହାତ ହଲାଇ ଅଭିବାଦନ ଜଣାନ୍ତି। ଜନ୍ମଦିନରେ ଶାହରୁଖ…

ଦବ୍ୟ ଢୋଲକିଆଙ୍କ ବାହାଘର ଉତ୍ସବରେ ପ୍ରଧାନମନ୍ତ୍ରୀ

ସୁରଟର ବିଶିଷ୍ଟ ହୀରା ବ୍ୟବସାୟୀ ସବ୍‌ଜୀ ଢୋଲକିଆଙ୍କ ପୁଅ ଦବ୍ୟ ଢୋଲକିଆଙ୍କ ବାହାଘର ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଛନ୍ତି। ସୁରଟ୍‌ର ସବୁଠୁ ଧନୀ ବ୍ୟକ୍ତିଭାବେ ଜଣାଶୁଣା ଢୋଲକିଆଙ୍କ ପୁଅ ବାହାଘର ଉତ୍ସବ ଗୁଜରାଟର ଦୁଧାଲାରେ ହୋଇଥିଲା। ପ୍ରଧାନମନ୍ତ୍ରୀ ଏଥିରେ…

ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ

ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଗାଇବା ଛଡା ବାରରେ ନାଚ ସମ୍ପୂର୍ଣ୍ଣ ବ୍ୟାନ କରିଛି ଅବକାରୀ ବିଭାଗ । ବିଭାଗ ପକ୍ଷରୁ ଆସିଥିବା ଗାଇଡ଼ଲାଇନକୁ ଉଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ଗାଇଡଲାଇନ ଉଲଂଘନ କରିବେ ସେମାନଙ୍କ ଲାଇସେନ୍ସ ସରକାର ରଦ୍ଦ କରିବେ ।…

ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି

ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍‌ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍‌ରୁ ପାଗ ଭଲ ଥିବାବେଳେ ହଠାତ୍‌ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ…

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ଦେଶ ପାଳୁଛି ଆଇରନ୍ ମ୍ୟାନ୍ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିନ । ଆଜିର ଦିନରେ ଅର୍ଥାତ୍ ୩୧ ଅକ୍ଟୋବରରେ ଭାରତରେ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ । ଏହି ଅବସରରେ ଲୌହମାନବନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ଗୁଜରାଟରେ ସ୍ୱତନ୍ତ୍ର…

ପୁଣି ଆରସିବି ଅଧିନାୟକ ପଦ ସମ୍ଭାଳିବେ କୋହଳି

ଆଇପିଏଲ୍‌ର ଆଗାମୀ ଋତୁରେ ତାରକା ଭାରତୀୟ ଖେଳାଳି ବିରାଟ କୋହଲି ପୁଣି ଥରେ ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଦଳର ଅଧିନାୟକ ପଦକୁ ଫେରିବେ। ଏଭଳି ସଙ୍କେତ ଏହି ଦଳ ପକ୍ଷରୁ ଦିଆଯାଇଛି। ଅଧିନାୟକ ପଦ ପାଇଁ ଆର୍‌ସିବି ଯୁବ ଭାରତୀୟ ତାରକା ଶୁବମନ୍ ଗିଲଙ୍କ ସହ କଥାବାର୍ତ୍ତା ଆରମ୍ଭ…

ପବିତ୍ର କାଳୀପୂଜା ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପୀଠ ଓ ମଣ୍ଡପରେ ପୂଜା ପାଇବେ ମାଆ । ମା'ଙ୍କ ସ୍ବାଗତ ପାଇଁ ବିଭିନ୍ନ ପୂଜା ମଣ୍ଡପ ସମେତ କାଳୀ ମନ୍ଦିର ଉତ୍ସବମୁଖର ହୋଇଛି । କେତେକ ସ୍ଥାନରେ ଆଜି ପାଳନ ହେଉଛି ଆଲୋକର ପର୍ବ ଦୀପାବଳି । ସେପଟେ ଦିପାବଳୀ ଓ ପାୟାଶ୍ରାଦ୍ଧ ପାଳନକୁ ନେଇ ଦ୍ବନ୍ଦରେ ପଡିଛନ୍ତି…

୨୫ଲକ୍ଷ ଦୀପରେ ଝଲସିଲା ଅଯୋଧ୍ୟା

ଚଳିତ ବର୍ଷ ଜାନୁଆରିରେ ରାମ ମନ୍ଦିର ପ୍ରତିଷ୍ଠା ହେବା ପରେ ଅଯୋଧ୍ୟାରେ ଚଳିତ ବର୍ଷର  ପ୍ରଥମ ଦୀପାବଳି ଉତ୍ସବ ଅନୁଷ୍ଠିତ ହେଉଛି।  ଆଜି ଦୀପୋତ୍ସବରେ ସରଯୁ ନଦୀ କୂଳରେ ୨୫ ଲକ୍ଷ ୧୨ ହଜାର ୫୮୫ ଦୀପ ଜାଳି ସରକାର ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି। ଗିନିଜ୍ ୱାର୍ଲ୍ଡ ରେକର୍ଡର ପରାମର୍ଶଦାତା…

କଂଗ୍ରେସର ଅଭିଯୋଗକୁ ECIଙ୍କ ପ୍ରତ୍ୟାଖାନ

ହରିଆଣା ନିର୍ବାଚନ ଫଳାଫଳରେ ଅନିୟମତାକୁ ନେଇ କଂଗ୍ରେସର ଅଭିଯୋଗକୁ ପ୍ରତ୍ୟାଖାନ କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ କମିଶନଙ୍କର ଏହି ନିଷ୍ପତ୍ତି ପାଇଁ କମିଶନଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ହରିଆଣା ସିଏମ୍ ନାୟାବ ସିଂ ସାଇନି। ମିଛ କହିବା ଏବଂ ମିଥ୍ୟା ତଥ୍ୟ ଦେବା କଂଗ୍ରେସର…

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଓଡ଼ିଆ ଅସ୍ମିତାର ଝଲକ ଦେଖିବାକୁ ମିଳିବ ରାଷ୍ଟ୍ରପତି ଭବନରେ । ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ବେଶ ମନୋହର ଲାଗୁଛି ।  ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା…