ଶୀତ ଋତୁରେ କଦଳୀ ଖାଇବା ଉଚିତ କି? ଆସନ୍ତୁ ଜାଣିବା
ଅଧିକାଂଶ ଲୋକ ଋତୁ ଅନୁସାରେ ଖାଦ୍ୟାଭ୍ୟାସ ରଖିଥାନ୍ତି। ଶୀତ ଋତୁ ଆସିଲାଣି ଯେହେତୁ ଆମ ଖାଦ୍ୟରେ ବି ଅନେକ ପରିବର୍ତ୍ତନ ହେବ। ଗ୍ରୀଷ୍ମ ଋତୁରେ ଲାଭଦାୟକ କିଛି ଖାଦ୍ୟ ଶୀତ ଋତୁରେ କ୍ଷତିକାରକ ହୋଇପାରେ। ଏପରି ଏକ ଫଳ ହେଉଛି କଦଳୀ।
କଦଳୀ ବର୍ଷସାରା ସହଜରେ ଉପଲବ୍ଧ ଏବଂ ଏଥିରେ ପୋଷକ…