Browsing Tag

#india

ରାଉରକେଲାରେ ରାମ ଦୋଳି ଛିଡ଼ି ପଡ଼ିଲା

ଶାରଦୀୟ ଦୁର୍ଗାପୂଜା ପାଇଁ ଇସ୍ପାତନଗରୀ ‘ରାଉରକେଲା’ ଉତ୍ସବମୁଖର ହୋଇ ଉଠିଥିବାବେଳେ ଏକ ଅଘଟଣ ଘଟିଛି । ପରିବାରର ସ୍ବାମୀ, ସ୍ତ୍ରୀ ଏବଂ ୧୨ ବର୍ଷର ଝିଅ ଦୁର୍ଗାପୂଜା ମେଳା ଦେଖି ବାହାରିଥିଲେ। ସନ୍ଧ୍ୟାରେ ଟେଲିଫୋନ୍‌ ଭବନରେ ମିଆଁମାର ବୁଦ୍ଧ ମନ୍ଦିର ତୋରଣ ଦେଖିଥିଲେ। ତାପରେ ମାଆଙ୍କ…

ଏୟାର ଇଣ୍ଡିଆ ବିମାନ ଦୁଇ ଘଣ୍ଟା ଚକର କାଟିବା ପରେ ସୁରକ୍ଷିତ ଲ୍ୟାଣ୍ଡି କଲା ବିମାନ

ମଝି ଆକାଶରେ ବାଜି ଲାଗିଥିଲା ଜୀବନ। ତ୍ରିଚି ବିମାନ ବନ୍ଦରରୁ ଶାରଜାହ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ତ୍ରୁଟି ଦେଖାଦେବାରୁ ମଝି ଆକଶରେ ଦୁଇ ଘଣ୍ଟା ଚକର କାଟିଥିଲା ବିମାନ। ସୂଚନା ଅନୁଯାୟୀ, ବିମାନରେ ଥିବା ହାଇଡ୍ରୋଲିକ ବ୍ୟବସ୍ଥା କାର୍ଯ୍ୟ କରୁନଥିଲା । ପାଇଲଟ ବିମାନବନ୍ଦର…

ନିହୋନ ହିଡ଼ାନକିୟୋଙ୍କୁ ନୋବେଲ ଶାନ୍ତି ପୁରସ୍କାର

ଜାପାନର ସଂଗଠନ ନିହୋନ ହିଡ଼ାନକିୟୋ 2024 ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଜିତିଛି । ଏହି ସଂଗଠନ ହିରୋସିମା ଏବଂ ନାଗାସାକି ଉପରେ ପରମାଣୁ ବୋମା ଆକ୍ରମଣରେ ବଞ୍ଚିଥିବା ଲୋକଙ୍କ ଦେଖାଶୁଣା ସୁନିଶ୍ଚିତ କରୋ ପରମାଣୁ ଅସ୍ତ୍ର ଆଉ ଯେମିତି ବ୍ୟବହାର ନହୁଏ ସେ ଦିଗରେ ଏହି ଜାପାନୀ…

ତୋପ ଗୋଳା ବିସ୍ଫୋରଣ ହେବାରୁ ଦୁଇ ଜଣ ଅଗ୍ନିବୀରଙ୍କ ମୃତ୍ୟୁ

ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି।ଏହି ବିସ୍ଫୋରଣ ଘଟିଥିଲା ଯେତେବେଳେ ସୈନିକମାନେ ଆର୍ଟିଲିରିରୁ ଗୁଳି ଚଳାଇବା ଅଭ୍ୟାସ କରୁଥିଲେ,…

ହିନ୍ଦୁମାନଙ୍କୁ ଏକଜୁଟ ହେବାକୁ ଆହ୍ଵାନ ଦେଲେ ଗିରିରାଜ ସିଂ

ବିଜେପିର ଫାୟାରବ୍ରାଣ୍ଡ ନେତା ତଥା ବେଗୁସରାଇ ସାଂସଦ ଗିରିରାଜ ସିଂ ୧୮ ଅକ୍ଟୋବର ୨୦୨୪ରୁ ବିହାରରେ ହିନ୍ଦୁ ସ୍ୱାଭିମାନ ଯାତ୍ରା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯାତ୍ରାର ପ୍ରଥମ ପର୍ଯ୍ୟାୟ ୧୮ ଅକ୍ଟୋବରରେ ଭାଗଲପୁରରୁ ଆରମ୍ଭ ହୋଇ ୨୨ ଅକ୍ଟୋବରରେ କିଶାନଗଞ୍ଜରେ ଶେଷ ହେବ | କେନ୍ଦ୍ର…

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଆଜି ରାତିରେ ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୁବ‌ନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ଖବର ହେବା ପ୍ରଚାର ହେବା କ୍ଷଣି ପୋଲସରାରେ…

୧୦ ପାକିସ୍ତାନୀ ନାଗରିକଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ

ନକଲି ପରିଚୟ‌ ସହ ବେଙ୍ଗାଲୁରୁରେ ରହୁଥିବା ୭ ପାକିସ୍ତାନୀ ନାଗରିକ ଗିରଫ ହେବାର କିଛି ଦିନ ପ‌ରେ ଦିଲ୍ଲୀ ପୁଲିସ ପୁଣି ଆଉ ୧୦ ଜଣଙ୍କୁ ଏହି ଅଭିଯୋଗରେ ଗିରଫ କରିଛି।  ସେମାନଙ୍କ ମଧ୍ୟରେ ୬ ଜଣ ମହିଳା ଅଛନ୍ତି।  ଦେଶର ବିଭିନ୍ନ ଅଂଶରେ ସେମାନେ ହିନ୍ଦୁ ନାମରେ ‌ବେଆଇନ ଭାବେ ରହୁଛନ୍ତି।  …

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଆସ୍ଥା ବିଶ୍ୱାସ ଓ ପରମ୍ପରାର ପର୍ବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ସହର ଉପକଣ୍ଠରେ ଥିବା ଜେନାଖାଲରୁ ସକାଳ ସାଢ଼େ ୫ଟାରେ ମା'ଙ୍କ ବିଜୟ ଛତର ବାହାରିଛି । ମଧ୍ୟ ରାତ୍ରରେ ଜେନାଖାଲରେ ରୀତିନୀତି…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ପୂଜା ମଣ୍ଡପ ବୁଲିବେ ବିଡ଼େଡ଼ି ସୁପ୍ରିମୋ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କର ମନ୍ତ୍ରିମଣ୍ଡଳର ସହଯୋଗୀମାନେ ପୂଜାମଣ୍ଡପ ବୁଲିବେ ବୋଲି ଜାଣିବା ପରେ ଦୀର୍ଘ ପ୍ରାୟ ଏକ ଦଶନ୍ଧିରୁ ଅଧିକ ଦିନ ପରେ ଦଶହରା ପୂଜାମଣ୍ଡପ ବୁଲିବାକୁ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ପ୍ରାୟ ୧୩ବର୍ଷ ପରେ ଦଶହରାରେ ବିଭିନ୍ନ…

ମୁମ୍ବାଇର ୱର୍ଲି ସ୍ମଶାନରେ ରତନ ଟାଟାଙ୍କର ସରିଲା ଶେଷକୃତ୍ୟ

ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ…