ଆସନ୍ତା ୨୪ ଘଣ୍ଟା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ। କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ବଳ ଗୋଟାଇବ । ୨୩ ତାରିଖ ବେଳକୁ ଘନିଭୁତ ହେଇ ଅଵପାତରେ ପରିଣତ ହେବ। ଏହାର…