ମାଣ୍ଡିଆ ନେଇପାରେ ଛତୁଆରେ ଜାଗା
ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ…