ଆଜି ବି ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହୋଇପାରେ।…