Browsing Tag

#india

ଗୁଜରାଟରେ ବଡ଼ ଧରଣର ରାଜନୈତିକ ହଲଚଲ୍‌, ଇସ୍ତଫା ଦେଇଦେଲେ ସବୁ ମନ୍ତ୍ରୀ

ଗୁଜରାଟରେ ବଡ଼ ଧରଣର ରାଜନୈତିକ ହଲଚଲ୍‌ । ଇସ୍ତଫା ଦେଇଦେଲେ ସବୁ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ କ୍ୟାବିନେଟର ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ବାକି ସମସ୍ତ ମନ୍ତ୍ରୀ ଦେଇଦେଲେ…

ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଇବାକୁ ଆସିଲା ନିର୍ଦ୍ଦେଶ

୨୦୨୬ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପ୍ରାକ୍ଟିକାଲ ପରୀକ୍ଷା ପାଇଁ ହାତରେ ଆଉ ଅଢ଼େଇ ମାସ ବାକି ରହିଛି । ତା’ପୂର୍ବରୁ ପରୀକ୍ଷା…

ନିର୍ବାଚନ ପ୍ରଚାର ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଉପନିର୍ବାଚନରେ ବିଜୟୀ ହେବାକୁ କଳ ବଳ କୌଶଳ ସବୁ ଲଗାଇ ଦେଇଛନ୍ତି । କାରଣ ଏହି ଉପନିର୍ବାଚନ ଆଗାମୀ ପଞ୍ଚାୟତ ନିର୍ବାଚନରେ ରାଜନୈତିକ ଦଳମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି ରାଜନୈତିକ…

ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି ଜେଡିୟୁ

ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଆଜି ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି। ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ଜେଡିୟୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିଲା। ପ୍ରଥମ ପର୍ଯ୍ୟାୟ…

ଜେଜେ ମା ହେଲେ ନମିତା ଅଗ୍ରୱାଲ

ଆପଣଙ୍କ ଲୋକପ୍ରିୟ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ପରିବାର ପାଇଁ ଆଜି ଖୁସି ଖବର ଆସିଛି | ପ୍ରଥମେ ବୋହୂ, ତାପରେ ଶାଶୁ ଓ ଏବେ ଜେଜେ ମା ହୋଇଛନ୍ତି ନମିତା ଅଗ୍ରୱାଲ | ନମିତାଙ୍କ ପୁଅ ସିଦ୍ଧାର୍ଥ ଅଗ୍ରୱାଲ ଓ ବୋହୂ ତମ୍ମନାଙ୍କ ଔରସରୁ ପୁତ୍ର ସନ୍ତାନଟିଏ ଜନ୍ମ ହୋଇଛି | ଆଉ ଏନେଇ ଅଗ୍ରୱାଲ…

ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଉପନିର୍ବାଚନ ପାଇଁ  ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ  କାହାର ନାମ ନନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି। ପୂର୍ବ ସରକାର କଥା ଦେଇ କଥା ରଖି ନାହାନ୍ତି। କିନ୍ତୁ ଆମେ ସେପରି କରିବୁ ନାହିଁ। ଯାହା କହିବୁ ତାହା କରି…

ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି।ଏହା ଜୁଲାଇ ପହିଲା ୨୦୨୫ରୁ…

ଆସନ୍ତା ୬ରୁ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ

ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ‌ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…

ଆସନ୍ତୁ ଜାଣିବା,ଚା ତିଆରି କରିବାର ସଠିକ୍ ଉପାୟ କ’ଣ?

ଭାରତୀୟମାନେ ଖୁବ୍ ଚା’ ପ୍ରେମୀ। ଅନେକ ଲୋକ ସକାଳର ଆରମ୍ଭ ଗରମ ଚା ସହିତ କରନ୍ତି। କଳା ଚା, ସବୁଜ ଚା ଏବଂ କ୍ଷୀର ଚା’ ଆଦି ବିଭିନ୍ନ ପ୍ରକାରର ଚା’କୁ ବିଭିନ୍ନ ବର୍ଗର ଲୋକ ପସନ୍ଦ କରନ୍ତି। କିନ୍ତୁ କ୍ଷୀର ଚା, ଯାହାକୁ ପାରମ୍ପରିକ ଚା ଭାବରେ ମଧ୍ୟ ଜଣାଯାଏ; ତାହା ସବୁଠାରୁ ଲୋକପ୍ରିୟ…

୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୁରୁବାର ଦିନ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଦେବେ। ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ। ପାଖାପାଖି ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ…