Browsing Tag

#india

ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଶ୍ରମିକମାନଙ୍କୁ ପୂଜାଭେଟି ଦେଇଛନ୍ତି।  ଦିଲ୍ଲୀର ଅସଂଗଠିତ କ୍ଷେତ୍ରର କୁଶଳୀ, ଅର୍ଦ୍ଧ-କୁଶଳୀ ଏବଂ କୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ବୃଦ୍ଧି କରାଯାଇଛି | ଦାୟିତ୍ବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ  ଆତିଶୀ ତାଙ୍କର ପ୍ରଥମ…

ଆଜିଠୁ ପୁଣି ଆନ୍ଦୋଳନରେ ବସିଲେ ଓଡ଼ିଶା ନର୍ସିଂ ଅଧିକାରୀ ସଂଘ

ଓଡ଼ିଶା ନର୍ସିଂ ଅଧିକାରୀ ସଂଘ ଆଜିଠୁ ପୁଣି ଆନ୍ଦୋଳନ କରିବ। ଦୁଇ ଦିନ ଧରି ଜରୁରୀକାଳୀନ ସେବାକୁ ବାଦ ଦେଇ ଅନ୍ୟ ସବୁ ସେବା ବର୍ଜନ କରିବ ଏବଂ ଏହାପରେ ଯଦି ସରକାର ଦାବି ପୂରଣ ନକରନ୍ତି ୨୭ରୁ ଅନିର୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବ ବୋଲି ସଂଘ ପକ୍ଷରୁ…

ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି

ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ସଂଖ୍ୟ ସପ୍ତାହକ ଭିତରେ ଏକ କୋଟି ଛୁଇଁବ ବୋଲି ସେ ଆଶା ପ୍ରକାଣ କରିଛନ୍ତି। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ…

ଆସନ୍ତା ୨୭ରେ ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି

ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ଆଗାମୀ ରଣନୀତି ନେଇ ହେବ ବିସ୍ତୃତ ଆଲୋଚନା। ନିର୍ବାଚନ ପରାଜୟର କାରଣ ଖୋଜିବା ସହ ଦଳକୁ…

ଆଜିର ରାଶିଫଳ

ମେଷ: ଆପଣଙ୍କ ସ୍ବଭାବରେ ସଂଯମ ଓ ଧୈର୍ଯ୍ୟ ବଜାୟ ରହିବ। କିଛି ଗୁରୁତ୍ବପୂର୍ଣ୍ଣ ଘରୋଇ କାମ ପୂରା ହେବ। ଉଦ୍ଦେଶ୍ୟ ପ୍ରାପ୍ତ କରିବା ଲାଗି ସାହାଯ୍ୟ ପାଇବେ। ଆପଣଙ୍କ ବ୍ୟବହାର ସକାରାତ୍ମକ ବଜାୟ ରଖନ୍ତୁ। ‌ ବୃଷ: ଯୋଜନା ପ୍ରସ୍ତୁତି ପାଇଁ ଭଲ ଦିନଟିଏ। ବେପାରରେ ଯଥେଷ୍ଟ ଲାଭ ପାଇବେ।…

ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର

ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର। ଉଭୟ ସ୍ଥାୟୀ ଏବଂ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି ସହ ସୁରକ୍ଷା ପରିଷଦକୁ ଅଧିକ ଦକ୍ଷ, ଶକ୍ତିଶାଳୀ କରାଯିବ। ଆମେରିକାରେ ଆୟୋଜି କ୍ଵାଡ୍ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟେଲିଆ ମଧ୍ୟରେ ଏହି ସହମତି ପ୍ରକାଶ…

୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା

୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି। ସେଥିପାଇଁ ଏହି…

ଭାରତ ,ବଂଲାଦେଶ ଟେଷ୍ଟ ମ୍ୟାଚ – ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ

ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଭ୍ରମଣକାରୀ ବାଂଲାଦେଶ ଦଳକୁ ଟିମ ଇଣ୍ଡିଆ ୨୮୦ରେ ପରାଜିତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି। ଟସ ଜିତି ବାଂଲାଦେଶ ଦଳ ବୋଲିଂ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆ ପ୍ରଥମ ପାଳିରେ ୩୭୬…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା। ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି…

ଆଇଫୋନ୍‌ ୧୬ ପ୍ରୋ ମାସ୍କ ବ୍ୟବହାର କରୁଛନ୍ତି ମାଧୁରୀ ଦୀକ୍ଷିତ

ଆଇଫୋନ 16 ସିରିଜ ଭାରତରେ ବିକ୍ରି ହେବା ପଇଁ ଏବେ ଉପଲବ୍ଧ । ଆପଲର ଏହି ଲାଟେଷ୍ଟ ଫାନକୁ ନେଇ ଲୋକଙ୍କ ଭିତରେ ଖୁବ  ଖୁସି ଦେଖିବାକୁ ମିଳୁଛି । ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ଖୁସି ସାଧାରଣ ଲୋକଙ୍କ ଭିତରେ ନୁହିଁ । ବରଂ ସେଲିବ୍ରିଟିମାନଙ୍କ ମଧ୍ୟରେ ବି ରହିଛି ।…