ଭେନେଜୁଏଲାର ବିରୋଧୀ ନେତ୍ରୀ ମାରିଆ କୋରିନା ମାଚାଡୋଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର
ଅନେକ ପ୍ରଚାର କରିବା ସତ୍ତ୍ବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିପାରିନାହିଁ। ଗତ କିଛି ମାସ ହେବ ଅନେକ ଦେଶ ମଧ୍ୟରେ ଯୁଦ୍ଧର ସମାପ୍ତି କରି ଶାନ୍ତି ଆଣିଥିବା ଦାବି କରିଆସୁଥିବା କହୁଥିଲେ ଟ୍ରମ୍ପ। ଏହା ସହ ସେ ହିଁ ନୋବେଲ ଶାନ୍ତି ପୁରସ୍କାର ପାଇବାକୁ…