Browsing Tag

#india

ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି

ଶ୍ରୀମନ୍ଦିରରେ ଆଇପିଏଲ ଟ୍ରଫି । ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି । ସେବାୟତଙ୍କ ପକ୍ଷରୁ ପୂଜାର୍ଚ୍ଚନା ଆଇପିଏଲ୍‌ ଟ୍ରଫିକୁ ପୂଜାର୍ଚ୍ଚନା କରାଯାଇଛି…

ରାଜଧାନୀ ଭୁବନେଶ୍ୱର ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା,ହତ୍ୟାକାଣ୍ଡର ୪୦ଦିନ ପରେ ଆତ୍ମସମର୍ପଣ କଲା…

ରାଜଧାନୀ ଭୁବନେଶ୍ୱର ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା । ହତ୍ୟାକାଣ୍ଡର ୪୦ଦିନ ପରେ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ ।…

‘ଭୋଟର ଟର୍ନଆଉଟ୍‌’ ପାଇଁ ଲକ୍ଷ୍ୟ ରଖାଯାଇଥିବା ୨୨ ନିୟୁତ ଆମେରିକୀୟ ଡଲାର ପାଣ୍ଠିକୁ ବାତିଲ କଲା ଏଲନ ମସ୍କଙ୍କ…

ଆମେରିକା ଭାରତ ସମେତ ଅନେକ ଦେଶ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏଲନ ମସ୍କଙ୍କ ନେତୃତ୍ୱାଧୀନ ବିଭାଗ (ଆମେରିକା ସରକାରୀ ଦକ୍ଷତା ବିଭାଗ) ଭାରତରେ ‘ଭୋଟର ଟର୍ନଆଉଟ୍‌’ ପାଇଁ ଲକ୍ଷ୍ୟ ରଖାଯାଇଥିବା ୨୨ ନିୟୁତ ଆମେରିକୀୟ ଡଲାର ପାଣ୍ଠିକୁ ବାତିଲ କରିବା ନେଇ ଘୋଷଣା କରିଛି।…

୨୦୨୪-୨୫ ଆର୍ଥିକ ବର୍ଷରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି

୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶା ଅର୍ଥନୀତିର ଆକାର ୯.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହାକି ୧୧୩ ବିଲିୟନ ଆମେରିକୀୟ ଡଲାର ସହ ସମାନ ଅଟେ। ୨୦୨୪-୨୫ରେ ରାଜ୍ୟର ବାସ୍ତବ ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବା ନେଇ ଆକଳନ କରାଯାଇଛି। ଭାରତର ୬.୪ ପ୍ରତିଶତ ଅଭିବୃଦ୍ଧି ତୁଳନାରେ…

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି।  ୧୨ ଜଣ ଆହତ ହୋଇଛନ୍ତି। ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା |ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ |…

ଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣାକୁ ନେଇ ସହାୟତା ଘୋଷଣା କଳା ରେଳବିଭାଗ

ଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣାକୁ ନେଇ ସହାୟତା ଘୋଷଣା କରାଯାଇଛି। ଏହି ଦଳାଚକଟାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ ସହାୟତା ଘୋଷଣା କରାଯାଇଥିବାବେଳେ ଗୁରୁତରଙ୍କ ପାଇଁ ୨.୫୦ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ଘୋଷଣା…

ଦିଲ୍ଲୀ ରେଲଓ୍ବେ ଷ୍ଟେଶନରେ ଦଳାଚକଟା ରେ ୧୮ଜଣଙ୍କ ମୃତ୍ୟୁ

ଦିଲ୍ଲୀର ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଅତ୍ୟଧିକ ଭିଡ଼ ଯୋଗୁଁ ଶ୍ୱାସରୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇ ଅନେକ ଲୋକ ଚେତାଶୂନ୍ୟ ହୋଇ ପଡ଼ିଛନ୍ତି। ଏଥିରେ ୪ଜଣ ମହିଳା ଗୁରୁତର ହୋଇପଡିଛନ୍ତି। ତେବେ ଦିଲ୍ଲୀ ପୋଲିସର ରେଳବାଇ ୟୁନିଟ ଦଳାଚକଟାକୁ ଅସୱୀକାର କରିଛି।…

ମହାକୁମ୍ଭରେ ପୁଣି ଅଗ୍ନିକାଣ୍ଡ

ପ୍ରୟାଗରାଜ ମହାକୁମ୍ଭ ମେଳା ସ୍ଥଳରେ ଶନିବାର ପୁଣିଥରେ ନିଆଁ ଲାଗି ୭ଟି ତମ୍ବୁ ଜଳିଯାଇଛି। ସେକ୍ଟର ୧୮ ଏବଂ ୧୯ ମଧ୍ୟଭାଗରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଏବଂ ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ତମ୍ବୁରେ ଥିବା…

କଂଗ୍ରେସ ଭବନ ଦୁଆରକୁ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ ବରିଷ୍ଠ ନେତା ସୁର ରାଉତରାୟ

୯ ମାସ ପରେ କଂଗ୍ରେସକୁ ଫେରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ। କଂଗ୍ରେସ ଭବନ ଦୁଆରକୁ ମୁଣ୍ଡିଆ ମାରି ଭିତରକୁ ଆସିଥିଲେ ସୁର । ଶୁକ୍ରବାର ନିଲମ୍ୱନ ହଟିବା ପରେ ଶନିବାର ସେ କଂଗ୍ରେସ ଭବନକୁ ଯାଇ ନବ ନିର୍ବାଚିତ ପିସିସି ସଭାପତିଙ୍କୁ ଭେଟିଛନ୍ତି ସୁର।ଦୀର୍ଘ ଦିନ ପରେ କଂଗ୍ରେସକୁ ଫେରି…

ଯେଉଁମାନେ ବି ଇ-କେୱାଇସି କରିନାହାନ୍ତି ସେମାନଙ୍କୁ ପୁଣି ଏକ ସୁଯୋଗ ଦେଇଛନ୍ତି, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ସମୟ…

ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍  ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି  ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । କିନ୍ତୁ ଏହି ଅବଧିକୁ…