Browsing Tag

#india

ତାଲିକା ପ୍ରକାଶ କରି କିଛି ସମୟ ପରେ ପ୍ରତ୍ୟାହାର କରିନେଲା ଭାଜପା

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ସୋମବାର ବିଜେପି ଏକ ନୂତନ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ୧୫ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି। ପୂର୍ବାହ୍ନରେ ବିଜେପି ୪୪ ଜଣିଆ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିବା…

ସାର୍ବଜନୀନ ହେବ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ

ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଶୀଘ୍ର ନିଷ୍ପତ୍ତି ହେବ। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ…

ମହିଳାଙ୍କ ପ୍ରତି ଅପରାଧ ଅକ୍ଷମଣୀୟ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ବୟାନ ଦେଇଛନ୍ତି। ମୋଦି କହିଛନ୍ତି, ମହିଳାଙ୍କ ପ୍ରତି ଅପରାଧ କ୍ଷମା ଯୋଗ୍ୟ ନୁହେଁ। ଶୋଷିତ ଯେ କେହି ବି ହେଉନା କାହିଁକି, ତାଙ୍କୁ…

ଖୋଲିଲା ହିରାକୁଦର ଆଉ 6 ଟି ଗେଟ

ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ହୀରାକୁଦ, ବଢୁଛି ଜଳସ୍ତର। ଆଜି ହୀରାକୁଦ ଡ୍ୟାମ୍‌ର ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଫଳରେ ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଗେଟ୍ ଖୋଲିବା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ…

ଆଜି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ । ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର…

+୩ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର

ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଅଂଶଗ୍ରହଣ କରି +୩ ପାଠ୍ୟକ୍ରମରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ…

ଜନ୍ମମାଟିକୁ ଫେରିଲେ ଅମିତ ରୋହିଦାସ

ଭୁବନେଶ୍ବର : ଜନ୍ମମାଟିକୁ ଫେରିଲେ ଅମିତ ରୋହିଦାସ। ଘର ପର୍ଯ୍ୟନ୍ତ ପାଦେ ପାଦେ ବିଛା ଯାଇଥିବା ଫୁଲ ଚାଙ୍ଗୁଡ଼ିରେ ପାଦ ପକାଇ ପକାଇ ଘରକୁ ପଶିଲେ ଅମିତ। ପ୍ୟାରିସ ଅଲିମ୍ପିକ୍‌ରୁ ଦ୍ବିତୀୟ ଥର ପାଇଁ କାଂସ୍ୟ ପଦକ ନେଇ ଭାରତୀୟ ହକି ଦଳର ସୁରକ୍ଷା ପ୍ରାଚୀର ଅମିତ ଭୁବନେଶ୍ବରରୁ ଆସି ସୁନ୍ଦରଗଡ଼…

ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ବିଶିଷ୍ଟ ଓ ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି। ପ୍ରଫେସର ଗୋବିନ୍ଦରାଜନ ପଦ୍ମନାଭନଙ୍କୁ ରାଷ୍ଟ୍ରପତି ବିଜ୍ଞାନ ରତ୍ନ ୨୦୨୪ ପୁରସ୍କାର ପ୍ରଦାନ କରିଥିଲେ। କୃଷି ବିଜ୍ଞାନ କ୍ଷେତ୍ରରେ…

୨୦୩୦ ଶେଷ ସୁଦ୍ଧା ଦେଶରେ ଏସି ବଜାର ଦୁଇଗୁଣା ହେବ

ଏବେ ଦେଶର ଏସି ବଜାର ୧.୪ କୋଟି ଥିବାବେଳେ ୨୦୩୦ ମସିହା ବେଳକୁ ଏହା ୩ କୋଟିରେ ପହଞ୍ଚିବ ବୋଲି ବ୍ଲୁ ଷ୍ଟାର୍‌ର ପରିଚାଳନା ନିର୍ଦ୍ଦେଶକ ବି ଥିଆଗରାଜନ୍‌ ଆକଳନ କରିଛନ୍ତି। ଚଳିତବର୍ଷ ଗ୍ରୀଷ୍ମ ଋତୁରେ ଅସହ୍ୟ ତାତି ଅନୁଭୂତ ହୋଇଥିଲା। ଏଥିସହିତ ଆଇପିଏଲ୍‌ ସାଙ୍ଗକୁ ସାଧାରଣ ନିର୍ବାଚନ…

ଆଜି ଭାରତ ବନ୍ଦ

ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ…