ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ
ଖାଲି ହୋଇଛି ରାଜ୍ୟ ସଭା ଆସନ । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଫେବୃଆରୀ…