Browsing Tag

#india

ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ୍‌ ବଜାରର କାରବାର ବିଶେଷ ଭାବେ ପ୍ରଭାବିତ

ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜିବଜାର ଏବଂ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢିଲା

ରାଜ୍ୟର କନିଷ୍ଠ ଶିକ୍ଷକ(ସ୍କେମାଟିକ)ଙ୍କ ଦରମା ବଢିଲା। ମାସିକ ଦରମା ୧୧ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ବୁଧବାର ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କୁ ଏଣିକି…

କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ

ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍‌ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…

ଚାମ୍ପିୟନ୍ସ ଟ୍ରଫିରୁ ବାଦ୍ ପଡିଲେ ବୁମ୍‌ରା

ଭାରତୀୟ ଦଳର ଷ୍ଟାର ପେସ୍‌ ବୋଲର ଯଶପ୍ରୀତ ବୁମରା ଆଗାମୀ ଚାମ୍ପିଅନ୍ସ ଟ୍ରଫିରୁ ବାଦ ପଡ଼ିଛନ୍ତି । ଆଜି ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ ଦଳ ଘୋଷଣା କରାଯାଇଛି ଓ ବୁମରାଙ୍କୁ ଏହି ଦଳରୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନରେ ଯୁବ ପେସ୍‌ ବୋଲର ହର୍ଷିତ ରାଣାଙ୍କୁ ଦଳରେ ସାମିଲ କରାଯାଇଛି । ସେହିପରି…

ଆଜି ମହାକୁମ୍ଭରେ ମାଘ ପୂର୍ଣ୍ଣିମା ବୁଡ଼

ପଞ୍ଚମ ଅମୃତ ସ୍ନାନ ପାଇଁ ମେଳା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସକାଳୁ ସକାଳୁ ମହାକୁମ୍ଭରେ ଆସ୍ଥାର ବୁଡ଼ ପକାଇବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି । ମହାକୁମ୍ଭରେ ଆଜିକୁ ମିଶାଇ ଦୁଇଟି ପ୍ରମୁଖ ବୁଡ଼ ରହିଛି । ଆଜି ମାଘ ପୂର୍ଣ୍ଣିମା ବୁଡ଼ ଥିବା ବେଳେ…

ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ : ୭ ଶ୍ରଦ୍ଧାଳୁ ମୃତ

ମହାକୁମ୍ଭରେ ଯୋଗ ଦେଇ ପ୍ରୟାଗରାଜରୁ ଫେରୁଥିବା ଆନ୍ଧ୍ରପ୍ରଦେଶର ୭ ଜଣ ଶ୍ରଦ୍ଧାଳୁଙ୍କର ମଧ୍ୟପ୍ରଦେଶର ଜବଲପୁରଠାରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏକ ଟେମ୍ପୋ ଟ୍ରାଭେଲର ଓ ଟ୍ରକ୍ ମଧ୍ୟରେ ଧକ୍କା ହେବାଫଳରେ ଏହା ଘଟିଥିଲା। ଅନ୍ୟ ଦୁଇ ଜଣ ଆହତ ହୋଇ ଜବଲପୁରସ୍ଥିତ ନେତାଜୀ ସୁଭାଷ…

ଭାରତରେ ଅନୁଷ୍ଠିତ ହେବ ପରବର୍ତ୍ତି AI ସମ୍ମିଳନୀ : ମୋଦୀ

ଫ୍ରାନ୍ସ ସମ୍ମିଳନୀରେ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ପରବର୍ତ୍ତି AI ଆକ୍ସନ ଶିଖର ସମ୍ମିଳନୀ ଆୟୋଜନ କରିବାକୁ କହିଛନ୍ତି । ପ୍ୟାରିସରେ ଆୟୋଜିତ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସି ସମ୍ମିଳନୀରେ ମୋଦି କହିଛନ୍ତି, ଆର୍ଟିଫିସିଆଲ୍ ଇଣ୍ଟେସିଜେନ୍ସି ଯୋଗୁ…

ରଣବୀର, ସମୟଙ୍କୁ ଏନ୍‌ସିଡବ୍ଲ୍ୟୁ ସମନ

ୟୁଟ୍ୟୁବ୍‌ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ର ଏକ ଏପିଶୋଡ୍‌ରେ ଲୋକପ୍ରିୟ ୟୁଟ୍ୟୁବର୍‌ ରଣବୀର ଆହ୍ଲାବାଦିଆ ଗେଷ୍ଟ ପାନେଲିଷ୍ଟ ଭାବେ ଯୋଗଦେଇ ମା’ବାପାଙ୍କୁ ନେଇ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ, ଯାହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଘଟଣାକୁ ନେଇ ଜାତୀୟ ମହିଳା କମିଶନ…

ଆଜି ଆମେରିକା ଯିବେ ପ୍ରଧାନମନ୍ତ୍ରୀ

ଫ୍ରାନ୍ସଗସ୍ତ ଶେଷ କରି ଆଜି ଆମେରିକା ଯିବେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଦ୍ବିତୀୟ ପାଳିରେ ମୋଦୀଙ୍କ ଏହା ପ୍ରଥମ ଗସ୍ତ ଯାହା ଉପରେ ସାରା ବିଶ୍ବର ନଜର ରହିଛି । ସୂଚନା ଅନୁସାରେ ଗୁରୁବାର ଅପରାହ୍ନ ୪ଟରେ ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିବା କାଯ୍ୟକ୍ରମ ରହିଛି ।ଏନେଇ…

ଆଜି  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଗଜୋଦ୍ଧାରଣ ବେଶ

ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଗଜୋଦ୍ଧାରଣ ବେଶ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଦର୍ଶନ ଦେବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ…