Browsing Tag

#india

ଶୀତ ଅଧିବେଶନରୁ ମୋଟ ୯୨ ସାଂସଦଙ୍କୁ ନିଲମ୍ବିତ କରାଯାଇଛି: ଓମ ବିର୍ଲା

ନୂଆଦିଲ୍ଲୀ:ସଂସଦରେ ସୁରକ୍ଷା ତ୍ରୁଟି କୁ ନେଇ ଲଗାତାର ଚତୁର୍ଥ ଦିନ ଲୋକସଭାରେ ଉତ୍ତେଜନା ଦେଖାଦେଇଥିଲା  । ଲୋକସଭାରେ ସୁରକ୍ଷା ତ୍ରୁଟି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରି ବିରୋଧୀ ଏମପିଙ୍କ ହଙ୍ଗାମା ପାଇଁ ଉଭୟ ଗୃହରୁ ୯୨ ସଦସ୍ୟ ନିଲମ୍ବିତ ହୋଇଛନ୍ତି। …

ସଂସଦର ସୁରକ୍ଷାରେ ତ୍ରୁଟି : ନିଲମ୍ବିତ ହେଲେ ୭ କର୍ମଚାରୀ

ସଂସଦର ଶୀତକାଳୀନ ଅଧିବେଶନ ସୁରକ୍ଷାରେ ତ୍ରୁଟି ।  ଲୋକସଭା ସଚିବାଳୟର ୭ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ନିରାପତ୍ତା ଉଲ୍ଲଂଘନ ହେବା ପରେ ଗୃହରେ ହୋହଲ୍ଲା ସୃଷ୍ଟି ହୋଇଥିଲା। ତେବେ ସଂସଦ ପରିସରରେ ସନ୍ଦିଗ୍ଧ ଯୁବକଯୁବତୀଙ୍କ ହଙ୍ଗାମା ଘଟଣାରେ ୫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କଲା…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି-୨୦

ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ୍ ଆଜି ଜୋହାନସବର୍ଗରେ ଖେଳାଯିବ । ମ୍ୟାଚଟି ଭାରତ ପାଇଁ ‘କର ବା ମର’ ସ୍ଥିତି ହୋଇଛି । ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁଁ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ମୁକାବିଲାକୁ ଜିତିଥିଲା ଘରୋଇ ଦଳ । ବିଜୟ ସହ ଦକ୍ଷିଣ ଅଫ୍ରିକା ୧-୦ରେ ଆଗରେ…

ସଂସଦ ସୁରକ୍ଷା ତ୍ରୁଟିକୁ ନେଇ କଂଗ୍ରେସ ଆକ୍ରାମକ,ନିଶାନାରେ ବିଜେପି

ନୂଆଦିଲ୍ଲୀ: ସଂସଦ ସୁରକ୍ଷା ତ୍ରୁଟିକୁ ନେଇ ବିଜେପି ସରକାରକୁ କଂଗ୍ରେସ ଟାର୍ଗେଟ କରିଥିବାବେଳେ ସୁରକ୍ଷା ବଳୟକୁ ନେଇ ଉଠାଇଛି ପ୍ରଶ୍ନବାଚୀ । କଂଗ୍ରେସ କହିଛି କି, ବିଜେପି ସାଂସଦଙ୍କ ପାସରେ ସେମାନେ ପ୍ରବେଶ କରିଥିବାବେଳେ ଅଭିଯୁକ୍ତମାନେ ବିଜେପିର ଅତିଥୀ । ସେପଟେ ସଂସଦର ସୁରକ୍ଷାବଳୟ ଭେଦ…

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ। ଶିବରାଜ ସିଂ ସରକାରରେ ସେ…

ଆଜି ଭାରତକୁ ଭେଟିବ ଦକ୍ଷିଣ ଆଫ୍ରିକା

କେପ୍ ଟାଉନ: ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟି-ଟ୍ବେଣ୍ଟି । ଦକ୍ଷିଣ ଆଫ୍ରିକାର ପୋର୍ଟ ଏଲିଜାବେଥର ସେଣ୍ଟ ଜଜ ପାର୍କରେ ମ୍ୟାଚ ଅନୁଷ୍ଠିତ ହେବ । ଭାରତୀୟ ସମୟ ରାତି ୮ଟା ୩୦ରେ ଖେଳ ଆରମ୍ଭ ହେବ । ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ବ ନେଉଛନ୍ତି । ରୋହିତ ଶର୍ମା ଓ ବିରାଟ…

ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ ହୋଇଛି । ରାଜ୍ୟ ସଭାରେ ସୋମବାର ଜମ୍ମୁ-କଶ୍ମୀର ସଂରକ୍ଷଣ  ବିଲ୍‌, ୨୦୨୩ ଏବଂ ଜମ୍ମୁ-କଶ୍ମୀର ପୁନର୍ଗଠନ  ବିଲ୍‌ ୨୦୨୩ ପାରିତ ହୋଇଛି। ଆଲୋଚନା ପରେ ଭଏସ ଭୋଟ ଦ୍ୱାରା ଏହି ବିଲ୍‌କୁ ଅନୁମୋଦନ କରାଯାଇଛି। ଶେଷରେ…

ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ  ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ କୁ ଉଦ୍‌ଘାଟନ କରିବେ । ଜିପିଏଆଇ ହେଉଛି ୨୯ଟି ସଦସ୍ୟ - ଦେଶ ସହିତ…

ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ

ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଐତିହାସିକ ଏବଂ ଏହା ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା…

ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି

ତେଲେଙ୍ଗାନା:ଅକବରୁଦ୍ଦିନ ତେଲଙ୍ଗାନା ବିଧାନସଭାର କାମଚଳା ବାଚସ୍ପତି। ଅସଦୁଦ୍ଦିନ ଓୱେସିଙ୍କ ଭାଇ ଅକବରୁଦ୍ଦିନଙ୍କୁ ବଡ଼ ଦାୟିତ୍ୱ । ସେ ସ୍ଥାୟୀ ବାଚସ୍ପତି ହେବା ଯାଏଁ ଗୃହ କାର୍ଯ୍ୟକୁ ପରିଚାଳନା କରିବେ । ସ୍ଥାୟୀ ବାଚସ୍ପତି ନିର୍ବାଚିତ ହେବା ପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବ । ସେ…