୧୨ଟି ବିଭାଗର ନୂତନ ଭାବେ ଚୟନୀତ ୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ ସମାଜ ପାଇଁ କାମ କରିବାକୁ ପଡ଼ିବ। ନିଜର ଅଧ୍ୟବସାୟ,…