Browsing Tag

#india

ବାରବାଟୀ  ବଡ ଲଢେଇ ,  ଟସ୍ ଜିତିଲା ଇଂଲଣ୍ଡ , ଫିଲ୍ଡିଂ କରିବ ଭାରତ

ବାରବାଟୀ  ବଡ ଲଢେଇ ।  ଟସ୍ ଜିତିଲା ଇଂଲଣ୍ଡ । ଫିଲ୍ଡିଂ କରିବ ଭାରତ। ଷ୍ଟାଡିୟମରେ ଲାଗିଲାଣି ଫ୍ୟାନଙ୍କ ଖଚାଖଚ ଭିଡ଼। ଫ୍ୟାନ୍ସଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ୫ ବର୍ଷ ପରେ ବାରବାଟୀରେ ମ୍ୟାଚ ହେଉଥିବାରୁ ଖେଳ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ନଥିବା ଉତ୍କଣ୍ଠା ଦେଖିବାକୁ ମିଳିଛି ।…

ଛଟେଇ କରିବ ମେଟା

ମାର୍କ ଜକରବର୍ଗଙ୍କ କମ୍ପାନି ମେଟା ଆସନ୍ତା ସପ୍ତାହରୁ ଏହାର ‌ଛଟେଇ ଆରମ୍ଭ କରିବ। କମ୍ପାନି ଯେଉଁ କର୍ମଚାରୀମାନଙ୍କୁ ଛଟେଇ କରିବ ସେମାନଙ୍କୁ ସୋମବାର ସକାଳୁ ଇମେଲ୍‌ ପଠାଇବ। ଯୁକ୍ତରାଷ୍ଟ୍ର ଆମେରିକା ସମେତ ଅଧିକାଂଶ ଦେଶରେ ମେଟାର କର୍ମଚାରୀମାନେ ଛଟେଇ ହେବେ। ଏକ ରିପୋର୍ଟ ଅନୁଯାୟୀ ମେଟା…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା

ଦିଲ୍ଲୀରେ ଆପ ପରାଜୟ ପରେ ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା । ସୂଚନମୁତାବକ, ଆଜି ସକାଳ ୧୧ଟାରେ  ରାଜଭବନରେ ଉପରାଜ୍ୟପାଳଙ୍କୁ ଭେଟି ସେ ତାଙ୍କର  ଇସ୍ତଫା ପତ୍ର ପ୍ରଦାନ କରିବେ । ଶନିବାର ଆସିଥିବା ନିର୍ବାଚନ ଫଳାଫଳରେ ବିଜେପିକୁ ୪୮ ଏବଂ ଆମ୍‌ ଆଦମି ପାର୍ଟିକୁ  ୨୨ ସିଟ୍‌…

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା।,ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର

ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। ଆଜି ସୁପର୍ ସଣ୍ଡେରେ ସୁପରସୋ ମୁକାବିଲା । କଟକରେ ଭାରତ-ଇଂଲଣ୍ଡ ଦିନିକିଆ ଟକ୍କର । ମହାଲଢ଼େଇ ପାଇଁ ପ୍ରସ୍ତୁତ ରହିଛି ବାରବାଟୀ ଷ୍ଟାଡ଼ିୟମ । ଛକା, ଚୌକା ବର୍ଷା ଭିତରେ ହାଇସ୍କୋରିଂ ମ୍ୟାଚ୍ ଆଶା ।କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ…

ଆଜିର ରାଶିଫଳ

ମେଷ:-ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଯାତ୍ରା ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ। ବୃଷ:-କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ।…

ଭ୍ରଷ୍ଟ ସରକାର ବିରୋଧରେ ଅସନ୍ତୋଷର ବିସ୍ଫୋରଣ ହୋଇଛି : ମନମୋହନ ସାମଲ

ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ଐତିହାସିକ ବିଜୟ ଲାଭ ପାଇଁ ବିଜେପି କାର୍ଯ୍ୟକର୍ତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି…

ଜନତା ଦିଲ୍ଲୀକୁ ଆପ୍‌-ଦା ମୁକ୍ତ କରିଛନ୍ତି – ମୋଦୀ

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରୋନ୍ଦ୍ର ମୋଦୀ । ମୋଦୀଙ୍କ ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଅଛନ୍ତି। ଗୃହମନ୍ତ୍ରୀ ଅମିତ୍‌ ଶାହ ମଧ୍ୟ ପହଞ୍ଚିସାରିଛନ୍ତି । ଦିଲ୍ଲୀ କାର୍ଯ୍ୟାଳରେ କର୍ମକର୍ତ୍ତାଙ୍କ ପ୍ରବଳ ଭିଡ । ବାଣ ଫୁଟାଇ ବିଜୟ ଉତ୍ସବ ପାଳିଲେ ।…

ଦିଲ୍ଲୀ ନିର୍ବାଚନ ଫଳାଫଳ : ଜିତିଲେ ଆତିଶୀ, ହାରିଗଲେ କେଜ୍ରିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲଜାକୀ ସିଟରୁ ବିଜୟୀ ହୋଇଛନ୍ତି । ସେ ବିଜେପିର ରେମଶ ବିଦୁଡିଙ୍କୁ ହରାଇଛନ୍ତି । ରାଷ୍ଟ୍ରୀୟ ମହିଳା କଂଗ୍ରେସର ଅଧ୍ୟକ୍ଷ ଅଳକା ଲାମ୍ବା ମଧ୍ୟ ନିର୍ବାଚନ ହାରିଛନ୍ତି । ଟ୍ରେଣ୍ଡ ଅନୁସାରେ ୭୦ ଆସନରୁ ବିଜେପି ୪୭ ଆସନରେ ଆଗରେ ଥିବାବେଳେ, ଆପ୍ କେବଳ ୨୩ଟି…

ଭାଜପାର ବିଜୟ ପରେ ବିଜେପି କାର୍ଯ୍ୟାଳୟରେ ସେଲିବ୍ରେସନ

ଦୀର୍ଘ 27 ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିବାକୁ ଯାଉଛି । ସେଥିପାଇଁ ଦିଲ୍ଲୀ ବିଜେପି କାର୍ଯ୍ୟଳୟରେ ବିଜୟ ଉତ୍ସବ ପାଇଁ ବିଜେପି କର୍ମୀଙ୍କ ଭିଡ଼ ଦେଖିବାକୁ ମିଳିଛି । ସେଲିବ୍ରେସନ ଆରମ୍ଭ ହୋଇଯାଇଛି । ବାଜା ବଜାଇ, ନାଚ ଗୀତ କରି ପରସ୍ପରକୁ ଲଡୁ ଖୁଆଇ ସେଲିବ୍ରେଟ୍ କରୁଛନ୍ତି କର୍ମୀ…

ଦିଲ୍ଲୀରେ ବିଜେପି ସରକାର

ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସ୍ପଷ୍ଟ ହୋଇଛି। ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ବିଜେପି ଏକତରଫା ବିଜୟ ମୁହାଁ ହୋଇଛି। ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍‌ରେ ଆପ୍‌ର ସ୍ଥିତି ଖରାପ ରହିଛି। ବଜେପି 47 ଆସନରେ ଆଗୁଆ ରହିଥିବାବେଳେ ଆପ 23 ଆସନରେ ଆଗୁଆ ରହିଛି । ଫଳରେ ଦିଲ୍ଲୀ…