Browsing Tag

#india

ଶ୍ରୀହରିକୋଟାରୁ PSLV-C56 ରକେଟର ସଫଳ ଉତକ୍ଷେପଣ

ଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଇସ୍ରୋ । ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋର ଆଉ ଏକ ସଫଳତା । ସିଙ୍ଗାପୁରର ୭ଟି ସାଟେଲାଇଟ୍ ଉତକ୍ଷେପଣ କରିଛି ଇସ୍ରୋ। PSLV-C56 ରକେଟରେ ୭ଟି ସାଟେଲାଇଟ୍ ସଫଳ ଭାବେ ଉତକ୍ଷେପଣ କରିଛି  । ଶ୍ରୀହରିକୋଟାରୁ ହେଲା ଉତକ୍ଷେପଣ । ଭାରତର କମର୍ସିଆଲ…

ଉଗ୍ରତାରାଙ୍କ ମନ୍ଦିରରୁ ଚୋରି

ଟାଙ୍ଗୀ:  ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି । ଦୁଇ ସୁରକ୍ଷାକର୍ମୀ ଶୋଇପଡ଼ିଥିବା ବେଳେ  ଗତକାଲି ରାତିରେ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ମନ୍ଦିରରେ ପଶି ମା’ଙ୍କର ମୁକୁଟ, ଅଣ୍ଟା ପଟି, ହାର, ହାତ ପଲା, ଆଖି, ମଥା ଚିତା, ହାତ ପଟି ଆଦି ସୁନା ଓ ରୁପାର ଅଳଙ୍କାର ଲୁଟି…

ଭାରତକୁ ହରାଇଲା ୱେଷ୍ଟଇଣ୍ଡିଜ୍‌

ବାର୍ବାଡସ୍‌:  ୱେଷ୍ଟଇଣ୍ଡିଜ୍‌ କେନସିଙ୍ଗଟନ୍‌ ଓଭାଲ୍‌ରେ ଖେଳାଯାଇଥିବା ଦ୍ବିତୀୟ ମ୍ୟାଚ୍‌ରେ ୬ ୱିକେଟ୍‌ରେ ଭାରତକୁ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ ଦେଇଥିଲା। ରୋହିତ ଶର୍ମା ଓ ବିରାଟ କୋହଲି ବିଶ୍ରାମ ନେଇଥିଲା ବେଳେ ତାଙ୍କ ସ୍ଥାନରେ…

ଭାରତ ମଣ୍ଡପମଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଦିଲ୍ଲୀର ପ୍ରଗତି ମଇଦାନରେ ଭାରତ ମଣ୍ଡପମ ଠାରେ ଅଖିଳ  ଭାରତୀୟ  ଶିକ୍ଷା ସମାଗମକୁ ଉଦଘାଟନ କରିଛନ୍ତି । ଏହା ଜାତୀୟ ଶିକ୍ଷା ନୀତି ୨୦୨୦ ର ୩ୟ ବାର୍ଷିକୀ ସମୟରେ ହେଉଛି । ଏହି କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ପିଏମ ଶ୍ରୀ ଯୋଜନା ଅଧୀନରେ ପ୍ରଥମ…

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ

ବିରାଟ କୋହଲିଙ୍କ ବିଶ୍ବ ରେକର୍ଡ । ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚକୁ ସ୍ବତନ୍ତ୍ର କରିଛନ୍ତି ବିରାଟ। ୱେଷ୍ଟଇଣ୍ଡିଜ ବିପକ୍ଷ ତ୍ରିନିଦାଦ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ ୧୨୧ ରନର ଶତକୀୟ ଇନିଂସ୍‌ ଖେଳିଛନ୍ତି।  ବିଶ୍ୱ କ୍ରିକେଟରେ ସର୍ବାଧିକ ଅନ୍ତର୍ଜାତୀୟ ରନ ସ୍କୋର କରିଥିବା ଶ୍ରେଷ୍ଠ-୫…

୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ଏହି ରୋଜଗାର ମେଳା ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ। ଏହି ନିଯୁକ୍ତି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ…

ଆପଲ୍ ଆଇଫୋନ୍‌ ୧୫, ଚାରୋଟି ଭାରିଏଣ୍ଟ ବଜାରକୁ ଆସିଲା

ନୂଆଦିଲ୍ଲୀ – ଆପଲ୍‌ ଆଇଫୋନ୍‌କୁ  ଫୋନ୍‌ ବ୍ୟବହାରକାରୀମାନେ ବେଶ୍‌ ପସନ୍ଦ କରନ୍ତି । ଏବେ ଭାରତରେ ଆପଲ୍‌ ଆଇଫୋନ୍‌ର ଉତ୍ପାଦନ ହେଉଛି ।ଚଳିତ ବର୍ଷ ଆପଲ୍‌ ଆଇଫୋନ୍‌ ୧୫ ବଜାର ପ୍ରବେଶ କରିବାକୁ ଯାଉଛି । ଏଥିରେ ପଛଭାଗରେ ତିନୋଟି ହାଇରେଜୋଲ୍ୟୁସନ୍‌ କ୍ୟାମେରା ରହିଛି । ଆପଲ୍ ଆଇଫୋନ୍‌ ୧୫,…

ଟମାଟୋ ଦର କମାଇଲେ କେନ୍ଦ୍ର ସରକାର, ଆସନ୍ତାକାଲିଠାରୁ ୭୦ ଟଙ୍କାରେ ବିକ୍ରି ହେବ

ନୂଆଦିଲ୍ଲୀ:  ଆସନ୍ତାକାଲି ଠାରୁ କମିବ ଟମାଟୋ ଦର । ହୁତୁ ହୁତୁ ବଢ଼ିଚାଲିଥିବା ଦରରେ ବ୍ରେକ ଲାଗିବ ।  କିଲୋପ୍ରତି ୭୦ ଟଙ୍କାର ଖୁଚୁରା ଦରରେ ଟମାଟୋ ବିକ୍ରିକରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏନସିସିଏଫ୍ ଏବଂ ନାଫେଡ ଜରିଆରେ ଲୋକେ କିଣିପାରିବେ । ଦରବୃଦ୍ଧି ଉପରେ ଅଙ୍କୁଶ…

୫,୦୦୦ ସ୍କ୍ରିନରେ ରିଲିଜ୍ ହେବ ସାଲାର୍

ବଢ଼ୁଛି ସାଉଥ ସୁପରଷ୍ଟାର ପ୍ରଭାସଙ୍କ କ୍ରେଜ୍। ୫,୦୦୦ସ୍କ୍ରିନରେ ରିଲିଜ୍ ହେବ ସାଲାର। ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ଆଗାମୀ ଫିଲ୍ମ ‘ସଲାର: ପାର୍ଟ ୧ ସିଜଫାୟାର’ ରିଲିଜ୍ ହେବାକୁ ଥିବା ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ ଗୋଟିଏ। ନିକଟରେ ଫିଲ୍ମର ଟିଜର ଲଞ୍ଚ…

ଭିନେଶ ଓ ବଜରଙ୍ଗଙ୍କୁ ସିଧାସଳଖ ଏସିଆଡ୍‌ ଟିକେଟ୍‌

ନୂଆଦିଲ୍ଲୀ: ବଜରଙ୍ଗ ପୁନିଆ ଓ ଭିନେଶ ଫୋଗତଙ୍କୁ ଏସୀୟ କ୍ରୀଡ଼ା ପାଇଁ ସିଧାସଳଖ ଟିକେଟ୍‌ ମିଳିଛି। ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫ୍‌ଆଇ) ଆଡ୍‌ ହକ୍‌ ପ୍ୟାନେଲ୍‌ ଏହି ଅନୁମତି ଦେଇଛି।  ଭାରତୀୟ ଅଲିମ୍ପିକ ସଂଘ (ଆଇଓଏ) ଆଡ୍‌ ହକ୍‌ ପ୍ୟାନେଲ୍‌ ପକ୍ଷରୁ ଜାରି ବିଜ୍ଞପ୍ତିରେ ବଜରଙ୍ଗଙ୍କୁ…