୨୭ ବର୍ଷ ପରେ ଇଂଲଣ୍ଡ ମାଟିରେ ଏକ ଦ୍ବିପାକ୍ଷିକ ଦିନିକିଆ ଶୃଙ୍ଖଳା ଜିତି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା
୨୭ ବର୍ଷ ପରେ ଇଂଲଣ୍ଡ ମାଟିରେ ଏକ ଦ୍ବିପାକ୍ଷିକ ଦିନିକିଆ ଶୃଙ୍ଖଳା ଜିତି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ରାତିରେ ଲର୍ଡସରେ ଖେଳାଯାଇଥିବା ରୋମାଞ୍ଚକ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୫ ରନ୍ରେ ବିଜୟ ସହ ତେମ୍ବା ବଭୂମାଙ୍କ ଦଳ ଏହି ପ୍ରତୀକ୍ଷିତ ସଫଳତା ଅର୍ଜନ କରିଛି। ଶେଷ ଥର…