ସ୍ବାସ୍ଥ୍ୟ ପାଇଁ ମଧ୍ୟ ମହୌଷଧିର କାମ କରେ କୁନ୍ଦୁରି
ଖାଦ୍ୟରେ ତଟକା ସବୁଜ ପନିପରିବା ସାମିଲ କରିବା ଦେହ ପାଇଁ ବହୁତ ଭଲ । ଡାକ୍ତର ମଧ୍ୟ ଆମିଷ ଖାଇବାକୁ ମନା କରି ଅଧିକରୁ ଅଧିକ ସବୁଜ ପରିବା ଖାଇବା ପାଇଁ ପରାମର୍ଶ ଦେଇଥା’ନ୍ତି । ତେବେ ସବୁ ଋତୁରେ ଭିନ୍ନ ଭିନ୍ନ ପରିବା ବଜାରକୁ ଆସିଥାଏ । ଯାହା ପୋଷକ ତତ୍ତ୍ବରେ ଭରପୂର ରହିବା ସହ ଦେହ ପାଇଁ…