Browsing Tag

#india

ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ

ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…

ମୋଟାପା କମାଇବାକୁ ମୋଦୀଙ୍କ ଟିପ୍ସ

କିଛି ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ମଜାଦାର ସାକ୍ଷାତକାର ନେଇଥିବା ଅଭିନେତା ଅକ୍ଷୟ କୁମାର ଏବେ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାସ୍ଥ୍ୟ ସହ ଜଡିତ କିଛି କଥା କହୁଛନ୍ତି। ଏହି ପୋଷ୍ଟ ସହିତ ଅକ୍ଷୟ କୁମାର ପଏଣ୍ଟରେ କହିଛନ୍ତି ଯେ…

ଦାୟିତ୍ବ ନେଲେ ନୂଆ ନିର୍ବାଚନ କମିଶନର

ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।  ଏବେ ଦାୟିତ୍ୱର ଭାର ମଧୁସୂଦନ  ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।…

ବଜେଟ ଅଧିବେଶନ ଆରମ୍ଭ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି

ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ସଂସଦରେ ପୂର୍ବାହ୍ନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ବା ଫେବ୍ରୁଆରି ୧  ତାରିଖରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ…

ଦୁଇ ଦିନ ଯାଏ ଘନ କୁହୁଡ଼ି

ଘନକୁହୁଡ଼ି ଯୋଗୁଁ ଗୁରୁବାର କୋରାପୁଟରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିଲା। ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ବାୟୁମଣ୍ଡଳକୁ ଅଚ୍ଛାଦିତ କରି ରଖିଥିଲା। ତାଳଚେର, ଅନୁଗୋଳ, କେନ୍ଦୁଝର, ଫୁଲବାଣୀ ଏବଂ ଚାନ୍ଦବାଲିରେ ଘନକୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆସନ୍ତା ୨ ତାରିଖ…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ

ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ।  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି…

ଆଜି ମୁକ୍ତିଲାଭ କରିବ ଓଡ଼ିଆ ଚଳଚ୍ଚିତ୍ର ଆଞ୍ଜେଲ

ଶୁଭମ ସିନେ ପ୍ରଡ଼କସନ ବ୍ୟାନରରେ ନିର୍ମିତ, ସଂଘମିତ୍ରା ବେହେରାଙ୍କ ପ୍ରଯୋଜିତ ସସ୍ପେନ୍ସ, ଥ୍ରୀଲର ଭରା ଓଡ଼ିଆ ଚଳଚ୍ଚିତ୍ର “ଆଞ୍ଜେଲ”  ପରଦାକୁ ଆସୁଛି। ଏହି ନୂଆ ଚଳଚିତ୍ର  ଆଜି ଓଡିଶାର ୨୭ଟି ପ୍ରେକ୍ଷାଳୟରେ ମୁକ୍ତିଲାଭି କରିବ। ଶନିବାର ଦିନ ୨ଟାରେ ଶ୍ରୀୟା ସିନେମା ହଲରେ ଏହାର ପ୍ରିମିୟର…

ଆଜିର ରାଶିଫଳ

ମେଷ: ଦୀର୍ଘ ଦନରୁ ଭାବିଥିବା କାମ ପୂରା ହୋଇଯିବ। କୌଣସି ମହତ୍ବପୂର୍ଣ୍ଣ କାର୍ଯ୍ୟରେ ଜୀବନସାଥୀର ସହଯୋଗ ପାଇବେ। ଯେଉଁ ମହିଳାମାନେ ଅନଲାଇନି ବ୍ୟବସାୟ କରିବାକୁ ଭାବୁଛନ୍ତି ସେମାନଙ୍କ ଲାଗି ଦିନଟି ଭଲ। ‌ ବୃଷ: ମହିଳା ବ୍ୟବସାୟୀଙ୍କ ପାଇଁ ଲାଭ ଯୋଗ ଅଛି। ସରକାରୀ…

ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସରସ୍ୱତୀ ପୂଜା ତାରିଖ ଧାର୍ଯ୍ୟ କରାଯାଇଛି

ସରସ୍ୱତୀ ପୂଜାକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଏବେ ଦୂର ହୋଇଛି। ସରସ୍ୱତୀ ପୂଜା ଫେବ୍ରୁଆରି ୨ ତାରିଖ ନା ଫେବ୍ରୁଆରି ୩ ତାରିଖରେ ହେବ ସେନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଥିଲା। ତେବେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସରସ୍ୱତୀ ପୂଜା ତାରିଖ ଧାର୍ଯ୍ୟ କରାଯାଇଛି । ଚଳିତ…

ଆଜି ଠାରୁ ରାତି ସହ ଦିନର ତାପମାତ୍ରା ମଧ୍ୟ ବଢ଼ିବ

ମାଘରେ ଆଉ ବାଘ ଭଳି ଶୀତ ନାହିଁ। ହାତଗଣତି କିଛି ଜିଲ୍ଲାକୁ ଛାଡ଼ି ‌ଦେଲେ ସାରା ରାଜ୍ୟରୁ ଶୀତ ଏକପ୍ରକାର ଗାଏବ ହୋଇଛି। କୋରାପୁଟ, ସୁନ୍ଦରଗଡ଼ ବ୍ୟତୀତ ଅନ୍ୟାନ୍ୟ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ଉପରକୁ ଚାଲିଯାଇଛି। ଏହାରି ଭିତରେ ଭାରତୀୟ ପାଣିପାଗ ବିଭାଗର ଆକଳନ ଚିନ୍ତାଜନକ…