ଅଗଷ୍ଟ ୯ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଚାଲିବ
ଘରେ ଘରେ ତ୍ରିରଙ୍ଗା ଅଭିଯାନ । ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଅଗଷ୍ଟ ୯ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । …