Browsing Tag

#india

ମୌସୁମୀ ବର୍ଷା ୯୬% – ଆଇଏମଡି ଡିଜି

ମୌସୁମୀ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ  ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାମନୁମାନ କରାଯାଇଛି। ମୌସୁମୀରେ ଦେଶରେ ହାରାହାରି ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ। ଚଳିତ ବର୍ଷ ୯୬% ହିସାବରେ ୮୩.୫…

ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦% ବୃଦ୍ଧି ପାଇ ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର…

୩ ନେତା ପ୍ରସନ୍ନ ଆଚାର୍ଯ୍ୟ, ସାରଦା ନାୟକ ଓ ଦେବୀ ମିଶ୍ର ଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ଦଳ । ତେବ ସବୁଠାରୁ ଆଗରେ ରହିଛି ବିଜେଡି । ପ୍ରଥମେ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ନିର୍ବାଚନ ପରିଚାଳନା ପାଇଁ  ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ ।   ଏହି ତିନି…

ଡାଲି ଷ୍ଟକ୍‌ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ତତ୍ପରତା

ଦେଶରେ ଡାଲି ଷ୍ଟକ୍‌ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗ ସଚିବ ଶ୍ରୀ ରୋହିତ କୁମାର ସିଂ ନିୟମିତ ଭାବେ ସ୍ୱଚ୍ଛ ପ୍ରକ୍ରିୟାରେ ଡାଲି ଷ୍ଟକ୍‌ର ଉପଲବ୍ଧତା ସମ୍ପର୍କରେ ସୂଚନା ଦେବା ଲାଗି ସବୁ ପ୍ରମୁଖ ଡାଲି ଆମଦାନିକାରୀମାନଙ୍କୁ…

ରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଶୁଭାରମ୍ଭ

କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ  କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ 30 ମାର୍ଚ୍ଚ 2023 ଶ୍ରୀରାମ ନବମୀ ଦିବସରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର…

୫୦ ଲକ୍ଷ ଟଙ୍କା ପାଇଁ ନାବାଳକକୁ ଝାରସୁଗୁଡ଼ାରୁ ଅପହରଣ କରି ପୋଡି ମାରିଦେଲେ

ଝାରସୁଗୁଡ଼ାରୁ ଅପହରଣ କରି  ନାବାଳକ ସମର୍ଥ ଅଗ୍ରୱାଲ (୧୫)ଙ୍କୁ ପୋଡି ମାରିଛନ୍ତି ଅପରାଧୀ ।  ମୃତଦେହକୁ ପୁଲିସ ବରଗଡ଼ ଜିଲ୍ଲାରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରିବା ପରେ ଏହି ଘଟଣା ସାରା ରାଜ୍ୟରେ ଚାଂଚଲ୍ୟ ସୃଷ୍ଟି କରିଛି। ଅଭିଯୁକ୍ତମାନେ ହତ୍ୟା ପୂର୍ବରୁ ପୀଡିତ ପରିବାରକୁ ୫୦ ଲକ୍ଷ…

ମହାନଦୀ ପ୍ରସଙ୍ଗ ଆଲୋଚନା ପାଇଁ ଦାବି କଲେ ଜୟନାରାୟଣ

ଭୁବନେଶ୍ବର: ମହାନଦୀକୁ ନେଇ ପୁଣି ବିଧାନସଭାରେ ତାତି । ସରକାରଙ୍କୁ ବିରୋଧୀ ପ୍ରଶ୍ନବାଣରେ ଘାଇଲା କରିଛନ୍ତି । ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ  ମହାନଦୀ ପ୍ରସଙ୍ଗ ଉପରେ ମୋସନ ଆକାରରେ ଆଲୋଚନା ହେଉ ଓ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି ସେ…

ବଳିଦାନ ହେଉଛି ଗାନ୍ଧୀ ପରିବାରର ସାମର୍ଥ୍ୟ

ନୂଆଦିଲ୍ଲୀ: ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି । ଏପରିକି ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଲଗାତାର ସୋସିଆଲ ମିଡିଆରେ ମୋଦି ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି ।…

ଭାରତକୁ ୨୧ ରନରେ ହରାଇଲା ଅଷ୍ଟ୍ରେଲିଆ: ଭାରତ ୨୪୮ ରନ କରି ଅଲଆଉଟ

୩ୟ ଦିନିକିଆରେ ଭାରତକୁ ୨୧ ରନରେ ହରାଇଛି ଅଷ୍ଟ୍ରେଲିଆ । ଅଷ୍ଟ୍ରେଲିଆ ଦ୍ବାରା ରଖାଯାଇଥିବା ୨୭୦ ରନ ଜବାବରେ ଭାରତ ୪୯.୧ ତମ ଓଭରରେ ୨୪୮ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ୫୪ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୦ ରନ ଓ ଶୁଭମନ ଗିଲ ୩୭ ରନ…

ଅଷ୍ଟ୍ରେଲିଆ ବିପକ୍ଷ ଆଜି ଦ୍ବିତୀୟ ଦିନିକିଆ : କମବ୍ୟାକ କରିବେ ରୋହିତ ଶର୍ମା

ବିଶାଖାପଟନମରେ ହେବାକୁ ଥିବା  ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଦଳକୁ କମବ୍ୟାକ କରିବେ ଭାରତର ଅଧିନାୟକ ରୋହିତ ଶର୍ମା ।  ରୋହିତ ପୁଣିଥରେ ଦଳକୁ ଫେରୁଥିବା ବେଳେ ସୂର୍ଯ୍ୟକୁମାର ଯାଦବ କିମ୍ବା ଇଶାନ କିସାନଙ୍କୁ ଦଳରୁ ବାଦ ଦିଆଯାଇପାରେ । ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକିଆରେ…