ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି ନାରାୟଣନ
କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର ସରକାରଙ୍କ କ୍ୟାବିନେଟର…