ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ,ବହୁତ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ
ଛତିଶଗଡ ମୁଖ୍ୟମନ୍ତ୍ରୀ ଓଡିଶା ଗସ୍ତରେ ଆସି ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ଏକ ଘଣ୍ଟାରୁ ଅଧିକ ସମୟ ଆଲୋଚନା କରିଛନ୍ତି ଦୁଇ ମୁଖ୍ୟମନ୍ତ୍ରୀ । ଦୁଇ ରାଜ୍ୟର ଉନ୍ନତି ଓ ଜନକଲ୍ୟାଣ ପାଇଁ ସମନ୍ୱୟ ଏବଂ ସହଯୋଗକୁ…