ଦୀପାବଳି ନୀତିକୁ ନେଇ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି
ଶ୍ରୀମନ୍ଦିର ରେ ମଙ୍ଗଳବାରଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିବା ଶ୍ରାଦ୍ଧ ନୀତି ଅନୁଷ୍ଠିତ ହେଉଛି । ଗତକାଲି ଚତୁର୍ଦଶୀରେ ମହାପ୍ରଭୁ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ…