ପ୍ରାର୍ଥୀପତ୍ର ଦାଖଲ କଲେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ
ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସୂରଜ ସକାଳେ ବାପାଙ୍କ ସମାଧିପୀଠକୁ ଯାଇଥିଲେ । ପରେ ସେ ଭଦ୍ରକର ମା ଦକ୍ଷିଣକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଭଦ୍ରକ ଉପ!-->…