Browsing Tag

#india

ଅର୍ଚ୍ଚିତାଙ୍କ ସହ ନଜର ଆସିବେ ଅଙ୍କିତ

ଭୋକ’ ଚଳଚ୍ଚିତ୍ରରେ ବଳିଷ୍ଠ ଅଭିନୟ କରି ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ହାସଲ କରିଛନ୍ତି ଅଙ୍କିତ କୁମାର। ଏଥିପାଇଁ ଚର୍ଚ୍ଚାରେ ଅଛନ୍ତି ସେ। ଏଣେ ଅଙ୍କିତ ନିଜର ଆଗାମୀ ସିନେମା ମୁକ୍ତିଲାଭକୁ ଅପେକ୍ଷା କରିଛନ୍ତି। ଅଙ୍କିତଙ୍କ ଆଗାମୀ ଓଡ଼ିଆ ଛବି ‘ପାଦେ ଆକାଶ’ରେ ସେ…

ଜେଏସଡ଼ବ୍ଳୁକୁ ଭୂଷଣ ସମ୍ପତ୍ତି : ଇଡ଼ିକୁ ସୁପ୍ରିମ କୋର୍ଟଙ୍କ ନିର୍ଦେଶ

ଭୂଷଣ ଷ୍ଟିଲ୍‌ ଆଣ୍ଡ ପାୱାର ଲିମିଟେଡ୍‌ (ବିଏସ୍‌ପିଏଲ୍‌)ର ୪୦୨୫ କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ହସ୍ତାନ୍ତର କରାଯାଇଛି। ଭୂଷଣ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଓ ଏହାର ପ୍ରତିଷ୍ଠାତାଙ୍କ ବିରୋଧରେ ଆସିଥିବା ଋଣ ଠକେଇ ମାମଲାର ତଦନ୍ତ…

17 ରେ ବର୍ଷା

ଆସନ୍ତାକାଲି ଅର୍ଥାତ୍‌ ରବିବାର ଶୀତ ଅନୁଭୂତ ହେବ। ବିଶେଷକରି ଉପକୂଳ ଓ କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ଡା ଅନୁଭୂତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୬ ତାରିଖରେ କୌଣସି ସତର୍କ ସୂଚନା ନଥିବା ବେଳେ ୧୭ ଓ ୧୮ରେ ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା…

ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଏକ ଦେଶ ଏକ ନିର୍ବାଚନ ପ୍ରସଙ୍ଗ। ଏକ ଦେଶ ଏକ ନିର୍ବାଚନ ବିଲକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ।  ଏ ନେଇ ଆସନ୍ତାକାଲି ଆସିପାରେ ସଂସଦରେ ଏନେଇ ବିଲ୍ । ସାରା ଦେଶରେ ଏକ ସମୟରେ ଲୋକସଭା, ବିଧାନସଭା ଓ ଆଞ୍ଚଳିକ ପରିଷଦଗୁଡିକର ନିର୍ବାଚନ କରିବା ଲାଗି ବିଲରେ ଉଦ୍ଦିଷ୍ଟ ରହିଛି।  ଏହି ବିଲ୍ ଲାଗି…

ଆଜି ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ସମ୍ବଲପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଂଚି ପ୍ରଥମେ ବୁର୍ଲା ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ଲାଟିନମ ଜୁବଲି ଉତ୍ସବରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଏହାପରେ…

ମହାନଦୀ ଓଡ଼ିଶାରେ ଲୀନ ହେଇଯିବ – ପ୍ରସନ୍ନ ଆଚାର୍ଯ୍ୟ

ମହାନଦୀକୁ ନେଇ ସାଙ୍ଘାତିକ ବୟାନ ଦେଇଛନ୍ତି ବିଜେଡି ନେତା ପ୍ରସନ୍ନା ଆଚାର୍ଯ୍ୟ । ଗତକାଲି ଟ୍ରିବ୍ୟୁନାଲର ଅଧ୍ୟକ୍ଷ ନିଯୁକ୍ତ ହେବା ପରେ ମହାନଦୀ ଓଡ଼ିଶାରେ ଲୀନ ହେଇଯିବ ବୋଲି କହିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ଟ୍ରିବ୍ୟୁନାଲ ପରିବର୍ତ୍ତନ ହେବା ଯୋଗୁଁ ପୁଣି ମୂଳରୁ ଶୁଣାଣି…

ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ

୧୦ ବର୍ଷ ମଧ୍ୟରେ ୧୪ଟି ଶିଳ୍ପ ସଂସ୍ଥାକୁ ୪୦୯୭ କୋଟି ବକେୟା ବିଲ ଛାଡ଼ କରାଯାଇଛି। ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ । ୨୩ ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି । ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ…

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଓ ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ। ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଗତ ତିନି ବର୍ଷ ଧରି ଏହି ବାର୍ଷିକ…

ସାଉଥ୍‌ ସୁପର୍‌‌ଷ୍ଟାର୍‌ ଅଲ୍ଲୁ ଅର୍ଜୁନ ଗିରଫ

'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ଏବେ ସାଉଥ୍‌ ସୁପର୍‌‌ଷ୍ଟାର୍‌ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରାଯାଇଛି।  ଏବେ ନିଜଜ ଗିରଫଦାରୀ ପରେ ସୁପରଷ୍ଟାର ଅଲୁ ଅର୍ଜୁନ କୋର୍ଟଙ୍କୁ କହିଛନ୍ତି ଯେ ଗତ…

ବିମାନ ବିଳମ୍ବ , ଅଟକି ରହିଲେ ଯାତ୍ରୀ

ବିମାନ ଚଳାଚଳ ବିଳମ୍ବ ହେତୁ ତୁର୍କୀକୁ କିମ୍ବା ତୁର୍କୀରୁ ବିମାନ ଉଡ଼ାଣ ଭରିବାକୁ ଥିବା ଶହ ଶହ ଇଣ୍ଡିଗୋ ଯାତ୍ରୀ ଦୀର୍ଘ ୨୪ ଘଣ୍ଟା ଧରି ଯାତ୍ରା ନକରି ଅଟକି ରହିଛନ୍ତି। ଏଥିମଧ୍ୟରେ ଦିଲ୍ଲୀ ଏବଂ ମୁମ୍ବାଇ ସହିତ ଇସ୍ତାନବୁଲକୁ ସଂଯୋଗ କରୁଥିବା ଅତି କମରେ ଚାରିଟି ବିମାନର ଯାତ୍ରୀ ମଧ୍ୟ…