Browsing Tag

#india

ରୋଜର ବିନ୍ନି ହୋଇପାରନ୍ତି ଆଗାମୀ ବିସିସିଆଇ ଅଧ୍ୟକ୍ଷ

ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବିସିସିଆଇ ଅଧ୍ୟକ୍ଷ ପଦ ଛାଡ଼ିପାରନ୍ତି ସୌରଭ ଗାଙ୍ଗୁଲି । ଏନେଇ ଚର୍ଚ୍ଚା ଜୋର ଧରିଛି । ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି । ରୋଜର ବିନ୍ନି ୧୯୮୩ ବିଶ୍ୱକପ୍ ବିଜୟୀ ଦଳର ସଦସ୍ୟ ଥିଲେ । ଏହାସହ ସେ ପୂର୍ବରୁ

ଚୀନ ବିରୋଧରେ ଭୋଟ ଦେଲାନି ଭାରତ

ଜାତିସଂଘରେ ଚୀନ ବିରୋଧରେ ଭୋଟ ଦେବାରୁ ନିବୃତ ରହିଲା ଭାରତ । ଚୀନର ଉତର-ପଶ୍ଚିମ ସିନଜାଙ୍ଗ୍ ଅଞ୍ଚଳରେ ବିଶୃଙ୍ଖଳା ଏବଂ ଅଶାନ୍ତି ଲାଗିରହିଥିବା ବେଳେ ଏହା ଉପରେ ଏକ ବିତର୍କ କରିବାକୁ ଜାତିସଂଘରେ ପ୍ରସ୍ତାବ ଆସିଥିଲା । ଚୀନର ଏହି ସ୍ୱୟଂଶାସିତ ଅଞ୍ଚଳରେ ମାନବ ଅଧିକାର ଉପରେ ବିତର୍କ

ଟିମ୍ ଇଣ୍ଡିଆର ମିଶନ୍ ବିଶ୍ୱକପ୍

ଭାରତୀୟ ଟିମ୍ ବିଶ୍ୱକପ୍ ଖେଳିବାକୁ ଅଷ୍ଟ୍ରେଲିଆ ଗସ୍ତରେ ବାହାରି ସାରିଛି । ତେବେ ମୁମ୍ବାଇ ବିମାନ ବନ୍ଦରରୁ ଦଳ ସିଧା ଯାଇ ପର୍ଥରେ ପହଞ୍ଚିଛି । ବିଶ୍ୱକପରେ ଭାରତୀୟ ଟିମ୍ ସୁପର-୧୨ ଗ୍ରୁପର ଗ୍ରୁପ ୨ରେ ରହିଛି । ଯେଉଁଥିରେ ଟିମ୍ ଇଣ୍ଡିଆ ସହିତ ପାକିସ୍ତାନ, ସାଉଥ୍ ଆଫ୍ରିକା ଓ ବାଂଲାଦେଶ

ଡିଆରଡିଓ ପକ୍ଷରୁ ମାନବବିହୀନ ବୋଟ୍ ସଫଳ ପରୀକ୍ଷଣ

ଶତ୍ରୁ ସହ ଲଢ଼ିବ ମାନବବିହୀନ ବୋଟ୍ । ସ୍ୱଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ ୩ଟି ସଶସ୍ତ୍ର ମାନବବିହୀନ ବୋଟ ପ୍ରସ୍ତୁତ କରାଯାଇଛି । ପୁନେରେ ଡିଆରଡିଓ ପକ୍ଷରୁ ଏହି ମାନବବିହୀନ ବୋଟ୍ର ସଫଳ ପରୀକ୍ଷଣ କରାଯାଇଛି । ଡିଆରଡିଓ ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ ଏହା ସମୁଦ୍ରରେ ଶତ୍ରୁର ଗତିବିଧି

ମେକ୍ସିକୋରେ ଗୁଳିମାଡ଼, ମେୟରଙ୍କ ସମେତ ୧୮ ମୃତ

ମେକ୍ସିକୋ : ମେକ୍ସିକୋରେ କିଛି ଦୃବୃତ୍ତଙ୍କ ଗୁଳିମାଡ଼ରେ ୧୮ ଜଣଙ୍କ ମୃତ୍ୟୁ ହୋଇଛି। ମେକ୍ସିକୋର ସାନ୍ ମିଗୁଏଲ ଟୋଟଲାପନ ସ୍ଥିତ ସିଟି ହଲ୍ ଏବଂ ନିକଟରେ ଥିବା ଏକ ଘର ଉପରକୁ କିଛି ବନ୍ଧୁକଧାରୀ ଆଖିବୁଜା ଗୁଳିମାଡ଼ କରିଥିଲାବେଳେ ଏଥିରେ ମେୟରଙ୍କ ସମେତ 18 ଜଣଙ୍କର ଜୀବନ ଯାଇଛି। ଏହି

ପାକିସ୍ତାନୀ ପତାକାଠାରୁ ଉଚ୍ଚ ତ୍ରିରଙ୍ଗା ଉତ୍ତୋଳନ କରିବ ଭାରତ

ଅଟ୍ଟାରି ସୀମାନ୍ତରେ ଦେଶର ସର୍ବୋଚ୍ଚ ତ୍ରିରଙ୍ଗ ପତାକା (୪୧୮ ଫୁଟ୍‌) ଉତ୍ତୋଳନ କରିବା ଲାଗି ‘ନ୍ୟାସ୍‌ନାଲ୍‌ ହାଇୱେଜ୍‌ ଅଥରିଟି ଅଫ୍‌ ଇଣ୍ଡିଆ’ ପ୍ରସ୍ତୁତି କରୁଥିବା କଥା ଜଣେ ସରକାରୀ ଅଧିକାରୀ କହିଛନ୍ତି।‘ନ୍ୟାସ୍‌ନାଲ୍‌ ହାଇୱେଜ୍‌ ଅଥରିଟି ଅଫ୍‌ ଇଣ୍ଡିଆ’ର ଜଣେ ଅଧିକାରୀ କହିଛନ୍ତି,

କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସ ‘ଭାରତ ଯୋଡା ଯାତ୍ରା’ରେ ଯୋଗ ଦେଲେ ସୋନିଆ ଗାନ୍ଧୀ

ମାଣ୍ଡ୍ୟା: କର୍ଣ୍ଣାଟକର ମାଣ୍ଡ୍ୟାରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଇଛନ୍ତି । ସେପ୍ଟେମ୍ବର 30 ରେ ଏହି ଯାତ୍ରା କର୍ଣ୍ଣାଟକରେ ପ୍ରବେଶ କରିଥିଲା। କଂଗ୍ରେସ ସୁପ୍ରିମୋ ତାଙ୍କ ପୁଅ ତଥା କଂଗ୍ରେସ ସାଂସଦ ରାହୁଲ

ଜେଲେନସ୍କିଙ୍କ ସହ କଥାହେଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନରେ ଆଲୋଚନା କରିଥିଲେ ଓ ରୁଷ ସହିତ ଚାଲିଥିବା ବିବାଦର କୌଣସି ସାମରିକ ସମାଧାନ ହୋଇପାରିବ ନାହିଁ ବୋଲି କହିଥିଲେ ।ସେମାନଙ୍କ ଟେଲିଫୋନିକ୍ ବାର୍ତ୍ତାଳାପ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ଜାତୀୟ ଦଳ ଘୋଷଣା କରିବେ କେସିଆର

୨୦୨୪ ଲୋକସଭା ନିର୍ବାଚନକୁ ଆହୁରି ଦେଢ଼ ବର୍ଷ ଅଛି। ଏବେଠାରୁ ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତି କରିବାରେ ଲାଗିପଡ଼ିଲେଣି | ଏହି କ୍ରମରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ନିଜକୁ ଜାତୀୟ ନେତା ଭାବେ ପରିଚିତ କରାଇବା ପାଇଁ ବିଜେପି ବିରୋଧୀ

ଜମ୍ମୁ କଶ୍ମୀରର ଜେଲ ଡିଜି ଏଚ୍ କେ ଲୋହିଆଙ୍କୁ ହତ୍ୟା

ଜମ୍ମୁ କଶ୍ମୀରର ଜେଲ ଡିଜି ଏଚ୍ କେ ଲୋହିଆଙ୍କୁ ହତ୍ୟା। ଜମ୍ମୁ ଉଦୟିୱାଲାସ୍ଥିତ ଘରୁ ଲୋହିଆଙ୍କର ମୃତଦେହ ଉଦ୍ଧାର ହୋଇଛି । ୫୭ ବର୍ଷୀୟ ଲୋହିଆଙ୍କ ଗଳା କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଦେଖିବାକୁ ମିଳିଛି। ହତ୍ୟା ପରେ ତାଙ୍କୁ