Browsing Tag

#india

 ଗୁଲାମ ନବୀ ଆଜାଦଙ୍କ ଦଳର ନାଁ ଡେମୋକ୍ରାଟିକ୍ ଆଜାଦ ପାର୍ଟି

ଶ୍ରୀନଗର : ଗୁଲାମ ନବୀ ଆଜାଦ ତାଙ୍କ ଦଳର ନାମ ‘ଡେମୋକ୍ରାଟିକ୍ ଆଜାଦ ପାର୍ଟି’ ରଖିଛନ୍ତି। କଂଗ୍ରେସରୁ ଇସ୍ତଫା ଦେବାର ମାସେ ପରେ ଆଜାଦ ନୂଆ ଦଳ ଘୋଷଣା କରିଛନ୍ତି । ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ଆଜାଦ। ଏହା ପରେ ସେ କହିଥିଲେ ଯେ ଖୁବ୍ ଶୀଘ୍ର ସେ ନୂଆ ଦଳର ନାମ ଘୋଷଣା

ବନ୍ଦ ହେଲା ନାଗାବଳୀ ନଦୀ ଉପରେ ଥିବା ଝୁଲାପୋଲ

ରାୟଗଡ଼ା: ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ରାୟଗଡ଼ା ସହର ଉପକଣ୍ଠ ନାଗାବଳୀ ନଦୀ ଉପରେ ଥିବା ଝୁଲାପୋଲ ବାଟକୁ ବନ୍ଦ କରିଦେଇଛି ପ୍ରଶାସନ । ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ପ୍ରଶାସନ ବାଟ ବନ୍ଦ କରିଥିବା ବେଳେ ଏହାକୁ ସ୍ଥାନୀୟ ବାସିନ୍ଦା କିନ୍ତୁ ବିରୋଧ କରିବା ଆରମ୍ଭ କରିଛନ୍ତି ।

ଚଣ୍ଡୀଗଡ଼ ବିମାନବନ୍ଦର ଭଗତ ସିଂହଙ୍କ ନାମରେ ନାମିତ ହେବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୯୩ତମ ସଂସ୍କରଣରେ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଚଣ୍ଡୀଗଡ଼ ବିମାନବନ୍ଦର ସହିଦ ଭଗତ ସିଂହଙ୍କ ନାମରେ ନାମିତ ହେବ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ

ପିଏଫ୍‌ଆଇ ଓ ସଂଶ୍ଳିଷ୍ଟ ସଂଗଠନଗୁଡ଼ିକର ବ୍ୟାଙ୍କ ଆକାଉଣ୍ଟରେ ୧୨୦ କୋଟି ଟଙ୍କା ରହିଛି

ପପୁଲାର ଫ୍ରଣ୍ଟ୍‌ ଅଫ୍ ଇଣ୍ଡିଆ (ପିଏଫ୍‌ଆଇ) ନେତା ମହମ୍ମଦ ସଫିକି ପୟେଥ୍‌ଙ୍କୁ କେରଳର କୋଝିକୋଡ୍‌ରୁ ଏନଆଇଏ ଗିରଫ କରିବାର କିଛି ଘଣ୍ଟା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଲକ୍ଷ୍ନୌସ୍ଥିତ ପିଏମ୍‌ଏଲ୍‌ଏ କୋର୍ଟରେ ଏକ ଚାଞ୍ଚଲ୍ୟକର ତଥ୍ୟ ରଖିଛି। ପିଏଫ୍‌ଆଇ ଓ ଏହା ସହ ସଂଶ୍ଳିଷ୍ଟ

ଆତଙ୍କବାଦୀ ନିଯୁକ୍ତ କରୁଥିଲା ପିଏଫଆଇ ?

ନୂଆଦିଲ୍ଲୀ: ଆତଙ୍କବାଦୀ ନିଯୁକ୍ତ କରୁଥିଲା ପିଏଫଆଇ । ଏଭଳି କହିଛି ଏନଆଇଏ । ପ୍ରମାଣ ମିଳିବା ପରେ ପିଏଫଆଇ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ରାଜ୍ୟରେ ଇସଲାମିକ୍‌ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ(ପିଏଫଆଇ) ଭାରତୀୟ ମୁସଲମାନ ଯୁବକମାନଙ୍କୁ  ଆତଙ୍କବାଦ

ମୋଦିଙ୍କ ଯିବେ ଜାପାନ : ସିଞ୍ଜୋଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଯିବେ ଯାପାନ । ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି । ଆବେଙ୍କ ଅନ୍ତିମ ସଂସ୍କାର ଚଳିତମାସ ୨୭ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁନାହାଁନ୍ତି ଗେହଲୋଟ

ଜୟପୁର: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଗେହଲୋଟ ଏବେ ନାମାଙ୍କନ ପତ୍ର ଦାଖଲ କରିବାକୁ ଚାହୁଁଛନ୍ତି । ଏହାରି ଭିତରେ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବେ ବୋଲି ମଧ୍ୟ ସମ୍ମତି ପ୍ରକାଶ କରିଛନ୍ତି । ତେବେ ଗେହଲୋଟ ଉପମୁଖ୍ୟମନ୍ତ୍ରୀ ଥିବା ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ପଦ ଦେବେନାହିଁ

୩୦୦ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କଲା ୱିପ୍ରୋ

ପ୍ରସିଦ୍ଧ ଆଇଟି କମ୍ପାନୀ ମୁନଲାଇଟିଂ କରୁଥିବା ନିଜର ୩୦୦ କର୍ମଚାରୀଙ୍କୁ ଛଟେଇ କରିଦେଇଛି । ୱିପ୍ରୋରେ ଚାକିରି କରୁଥାଇ ମଧ୍ୟ ଅନ୍ୟ ସ୍ଥାନରେ ଲୁଚି ଲୁଚି ଚାକିରି କରୁଥିବା କର୍ମଚାରୀଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୱିପ୍ରୋ ଚେୟାରମ୍ୟାନ ରିଶଦ ପ୍ରେମଜୀ କହିଛନ୍ତି, ଗତ ଦୁଇ

ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ

ଶେଷ ଯାତ୍ରାରେ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ । ଦିଲ୍ଲୀର ନିଗମବୋଧ ଘାଟର ଭିଆଇପି ସେକ୍ସନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ହିନ୍ଦୁ ରୀତିନୀତି ଅନୁସାରେ ତାଙ୍କୁ ଦିଆଯିବ ଶେଷ ବିଦାୟ । ଏହି ସମୟରେ ତାଙ୍କ ପରିବାର ଓ ନିକଟ ସମ୍ପର୍କୀୟଙ୍କ ସହ କିଛି ହାସ୍ୟ ଅଭିନେତା ଉପସ୍ଥିତ

ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ

ଦେଶବ୍ୟାପୀ ଏନଆଇଏ ଓ ଇଡିର ଚଢାଉ । ପିଏଫଆଇ ବା ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ ଓ ଏହାସହ ଲିଙ୍କ ଅଭିଯୋଗରେ ବିଭିନ୍ନ ରାଜ୍ୟରେ ଚଢାଉ କରି ସଦସ୍ୟଙ୍କୁ ଗିରଫ କରାଯାଇଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ଓ ଗୁପ୍ତ ତାଲିମ ଦେଉଥିବା ଅଭିଯୋଗରେ ଏହି ଚଢାଉ ଜାରି ରହିଛି । ଏହି ମାମଲାରେ