ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା ନେଇ ଶନିବାର ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍ ପୋଲିସର ହେଲ୍ପଲାଇନ ନମ୍ବରକୁ ହ୍ବାଟ୍ସଆପ୍ ଯୋଗେ ଏହି ଧମକଭରା ମେସେଜ୍ ଆସିଛି।…