ବଦଳିଲେ ଯାଜପୁର ଏସଡ଼ିପିଓ
ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ, ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୁଲିସ ଉଦ୍ୟମ ଜାରି ରଖିଥିବା ବେଳେ ହଠାତ୍ ଯାଜପୁର ଏସ୍ଡିପିଓ ସତ୍ୟବ୍ରତ ଲେଙ୍କାଙ୍କୁ କଟକ ମୁଖ୍ୟାଳୟକୁ ବଦଳି କରାଯାଇଛି।…