Browsing Tag

#india

ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ପାଇଁ ପ୍ରଥମ ହାଇଜମ୍ପ ପଦକ ବିଜେତା ତେଜସ୍ୱୀନ ଶଙ୍କରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଟ୍ରାକ ଆଣ୍ଡ ଫିଲ୍ଡରେ ତେଜସ୍ୱୀନ ଶଙ୍କରଙ୍କ କାଂସ୍ୟ ପଦକ ଭାରତର ପ୍ରଥମ ପଦକ । ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ମନ୍ତ୍ରାଳୟ ମୁତୟନ କରିବ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ

ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ (ଏମଓଆରଟିଏଚ) ୪ଟି ରାଜ୍ୟ ଗୁଜୁରାଟ, ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକରେ ପାଇଲଟ ଭିତ୍ତିରେ ଅଣବିଧ୍ୱଂସକାରୀ ପରୀକ୍ଷଣ (ଏନଡିଟି) ଦ୍ୱାରା ଜାତୀୟ ରାଜପଥ ଗୁଣବତ୍ତା ନୀରିକ୍ଷଣ ପାଇଁ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ (ଏମଆଇଭି) ମୁତୟନ କରାଯିବ । ବିଶ୍ୱ

ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍

ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍‌, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ 

ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍‌କୁ ମିଳିଛି ମାନ୍ୟତା

କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ, ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ଆଜି ଭାରତ ଏକ ପ୍ରମୁଖ ମାଇଲ୍ ଖୁଂଟ ଅତିକ୍ରମ କରିଛି, ଯେଉଁଥିରେ ୭୫ ହଜାରରୁ ଅଧିକ ଷ୍ଟାର୍ଟଅପ୍‌କୁ ମାନ୍ୟତା ମିଳିଛି ବୋଲି ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ଏହି

ଏମଏସଏମଇର ଉଦ୍ୟମ ପୋର୍ଟାଲ୍‌ ଏକ କୋଟି ପଞ୍ଜୀକରଣର ସଫଳତା ହାସଲ କରିଛି

ଏମଏସଏମଇ ମନ୍ତ୍ରଣାଳୟ ଆଜି ଏହାର ଉଦ୍ୟମ ପୋର୍ଟାଲରେ 1 କୋଟି ପଞ୍ଜୀକରଣ ମାଇଲଖୁଣ୍ଟକୁ ହାସଲ କରିଛି । ଉଦ୍ୟମ ପଞ୍ଜୀକରଣ ପୋର୍ଟାଲକୁ 1 ଜୁଲାଇ 2020 ରେ ଶୁଭାରମ୍ଭ କରାଯାଇଥିଲା। ସଂଶୋଧିତ ସଂଜ୍ଞା ନିର୍ମାଣ ଓ ସେବା ଉଦ୍ୟୋଗ ମଧ୍ୟରେ ଥିବା ପାର୍ଥକ୍ୟକୁ ଦୂର କରିଛି। ଉଦ୍ୟମ ପୋର୍ଟାଲ୍

ରାଷ୍ଟ୍ରପତିଙ୍କୁ ଭେଟିଲେ ମାଳଦୀପ ରାଷ୍ଟ୍ରପତି

ମାଳଦୀପ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ଇବ୍ରାହିମ ମୋହମ୍ମଦ ସୋଲିହ ଆଜି (ଅଗଷ୍ଟ ୨, ୨୦୨୨) ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟିଛନ୍ତି । ରାଷ୍ଟ୍ରପତି ସୋଲିହଙ୍କୁ ରାଷ୍ଟ୍ରପତି ଭବନରେ ସ୍ୱାଗତ ଅବସରରେ ରାଷ୍ଟ୍ରପତି କହିଛନ୍ତି ଭାରତର

ସ୍ୱାଧୀନତା ଦିବସ ପାଇଁ କଲେଜଗୁଡ଼ିକୁ ନିର୍ଦ୍ଦେଶାବଳୀ ଜାରି

ପ୍ରତିରକ୍ଷା ମନ୍ତ୍ରଣାଳୟ (MoD) ସମସ୍ତ ଶିକ୍ଷାନୁଷ୍ଠାନରେ ସ୍ୱାଧୀନତା ଦିବସ ପାଳନ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ (SOP) ଜାରି କରିଛି। ସମସ୍ତ ଅନୁଷ୍ଠାନରେ ସକାଳ ୯ଟାରେ ଫ୍ଲାଟ ହୋଷ୍ଟିଂ କରାଯିବ ବୋଲି ସମସ୍ତ ଅନୁଷ୍ଠାନ ତଥା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସମ୍ବୋଧିତ କରାଯାଇଥିବା ଏକ

ଦେଶବାସୀଙ୍କୁ ଅନୁରୋଧ କରିଲେ ମୋଦୀ

ଦେଶବାସୀଙ୍କୁ ମୋଦୀଙ୍କ ଅପିଲ । ନିଜ ସୋସିଆଲ ମିଡିଆ ଡିପି ବା କଭର ଫଟୋକୁ ବଦଳାଇବା ପାଇଁ ଅନୁରୋଧ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନିଜେ ତାଙ୍କର ସୋସିଆଲ ମିଡିଆ ଫଟୋକୁ ପରିବର୍ତ୍ତନ କରି ଏଥିରେ ତ୍ରିରଙ୍ଗା ଫଟୋ ରଖିବା ପରେ ଏହି ପରାମର୍ଶ ଦେଇଛନ୍ତି । ଦେଶ ଆଜି