ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି
ଓଡ଼ିଆ ଅସ୍ମିତାର ଝଲକ ଦେଖିବାକୁ ମିଳିବ ରାଷ୍ଟ୍ରପତି ଭବନରେ । ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ବେଶ ମନୋହର ଲାଗୁଛି । ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା…