Browsing Tag

#india

ସୋମବାରଠୁ ସଂସଦରେ ମୌସୁମୀ ଅଧିବେଶନ

ସୋମବାରଠାରୁ ସଂସଦର ମୈାସୁମୀ ଅଧିବେଶନ ଆରମ୍ଭ ହେବ । ପ୍ରଥମ ଦିନରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ହେବ । ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥିଲା । ଏହି ବୈଠକରେ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ଚାଲିବ ସେ ନେଇ ଆଲୋଚନା ହୋଇଥିଲା । ଶାସକଦଳ

ଟିକାକରଣରେ ଭାରତର ରେକର୍ଡ

ଟିକାକରଣରେ ଭାରତର ରେକର୍ଡ କରିଛି । ଭାରତ ବିଶ୍ବରେ ସର୍ବାଧିକ ଟିକା ଦେଇଥିବା ଦେଶ ହୋଇଛି । 2 ବିଲିୟନ COVID-19 ଟୀକାକରଣର ମାଇଲଖୁଣ୍ଟ ଅତିକ୍ରମ କରିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ୨୦୦ କୋଟିରୁ ଅଧିକ ଡୋଜ ଟିକା ଦିଆ ସରିଲାଣି । ୫୪୮ ଦିନରେ ୨୦୦ କୋଟିରୁ ଅଧିକ ଦେଇ ରେକର୍ଡ କରିଛି

ସିଙ୍ଗାପୁର ଓପନ୍ସ  ଜିତିଲେ ପିଭି ସିନ୍ଧୁ 

ସିଙ୍ଗାପୁର ଓପନ ମହିଳା ସିଙ୍ଗଲ୍ସରେ ବିଜୟ ହାସଲ କରିଛନ୍ତି ସିନ୍ଧୁ । ଫାଇନାଲରେ ଚୀନ ଖେଳାଳି ୱଙ୍ଗ ଝିଙ୍କୁ ୨୧-୯, ୧୧-୨୧ ଓ ୨୧-୧୫ରେ ହରାଇଛନ୍ତି । ବର୍ଷକ ଭିତରେ ଏହା ହେଉଛି ସିନ୍ଧୁଙ୍କର ତୃତୀୟ ସଫଳତା । ପିଭି ସିନ୍ଧୁ ସିଙ୍ଗାପୁର ଓପନ୍ ସୁପର-୫୦୦ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ ତଥା

ଜଗଦୀପ ଧନଖଡ଼ ହେଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଆସନ୍ତା ୬ ଅଗଷ୍ଟରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଉପରାଷ୍ଟ୍ରପତି ପଦ ପାଇଁ ଆଶାୟୀ ଭାବରେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରିଛନ୍ତି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ,

ଆଦିବାସୀ ଭୋଟ ଭୟ ପାଇଁ ଦ୍ରୈାପଦୀଙ୍କୁ ସମର୍ଥନ

ଆଉ ଦିନକ ପରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନ ଯେତିକି ପାଖେଇ ଆସୁଛି ଏନଡିଏ ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ପ୍ରତି ସମର୍ଥନ ସେତିକି ବଢ଼ି ବଢ଼ି ଯାଉଛି । ପ୍ରଥମେ ବିଜେଡି ସମର୍ଥନ ଘୋଷଣା କରିବା ପରେ ଓ୍ବାଇଏସଆର କଂଗ୍ରେସ ମଧ୍ୟ ଦ୍ରୈାପଦୀଙ୍କୁ

ଯଶୱନ୍ତ ସିହ୍ନାଙ୍କୁ ଭୋଟ୍‌ ଦେବ ରାଜ୍ୟ କଂଗ୍ରେସ

ୟୁପିଏ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ। ତାଙ୍କ ଖାତାକୁ ଯିବ ରାଜ୍ୟ କଂଗ୍ରେସର ସମସ୍ତ ଭୋଟ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରାୈପଦୀ ମୁର୍ମୁ ଓଡ଼ିଶାର ହୋଇଥିଲେ ମଧ୍ୟ ଦଳ ପକ୍ଷରୁ

ବିରୋଧୀ ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ‘ଆପ୍’ର ସମର୍ଥନ

ଆପ ସାଂସଦ ସଞ୍ଜୟ ସିଂ କହିଛନ୍ତି, ‘ଆପ୍’ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ।ରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ଦେଶର ରାଜନୈତିକ ମାହୋଲ ସରଗରମ ରହିଛି । ଏହି କ୍ରମରେ ଆଜି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଦଳ ପକ୍ଷରୁ କୁହାଯାଇଛି

ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଉତ୍ତରପ୍ରଦେଶରେ ବହୁ ପ୍ରତିକ୍ଷିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ଓ୍ବେ ଜନସାଧାରଣଙ୍କ ପାଇଁ ଉଦ୍ଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ବହୁତ ପ୍ରଶଂସା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ମୌସୁମୀ ଅଧିବେଶନ ବେଳେ ପାର୍ଲାମେଣ୍ଟ୍‌ରେ ଧାରଣା, ପ୍ଲାକାର୍ଡ ମନା

ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଚାଲିଥିବା ବେଳେ ଗୃହରେ କୌଣସି ‘ପାମ୍ପ୍‌ଲେଟ୍‌’, ‘ଲିଫ୍‌ଲେଟ୍’ ଏବଂ ‘ପ୍ଲାକାର୍ଡ’ ବଣ୍ଟନ ଉପରେ ନିଷେଧାଜ୍ଞା ଜାରି କରାଯାଇଛି । ଲୋକସଭା ସଚିବାଳୟ ଏନେଇ ନିର୍ଦେଶନାମା ଜାରି କରିଛି। ସଂସଦ ପରିସରରେ ଧାରଣା, ଧର୍ମଘଟ ଏବଂ ଅନଶନ ନିଷେଧକୁ ବ‌ିରୋଧ କରି

ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଜାମିନ୍‌ ପ୍ରଦାନ କଲେ ଦିଲ୍ଲୀ କୋର୍ଟ

ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍‌ ମାମଲାରେ ଜାମିନ୍‌ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର