Browsing Tag

#india

ନୂଆପଡ଼ା ଉପନିର୍ବାଚନ ଫଳାଫଳରେ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନକରିଛନ୍ତି ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍‌ରେ…

ସୋସିଆଲ ମିଡିଆ ଜରିଆରେ ଯନ୍ତ୍ରଣା ବଖାଣିଛନ୍ତି ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ

ନିକଟରେ ବିହାର ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏହି ନିର୍ବାଚନରେ ଆରଜେଡିର ପରାଜୟ ପରେ ଲାଲୁଙ୍କ ପରିବାର ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟଙ୍କ ଏକ ବୟାନ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗତକାଲି ରୋହିଣୀ…

ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ

ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ କରାଯାଉଛି । ଏହି ଅଭିଯାନ ସଡ଼କ ଦୁର୍ଘଟଣା ଓ ମୃତ୍ୟୁ ହାର କମାଇବାକୁ ଲକ୍ଷ୍ୟ ରଖି ଆୟୋଜନ କରାଯାଇଛି । ୧୫ ଦିନ ଧରି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ, ଚଢ଼ଉ, ସଡ଼କ ସୁରକ୍ଷା ଆଦି କାର୍ଯ୍ୟକ୍ରମ…

ଏୟାରଲିଫ୍ଟ ହୋଇପାରନ୍ତି ହ୍ୟୁମାନ ସାଗର

ବିଗୁଡୁଛି ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟବସ୍ଥା। ଏୟାରଲିଫ୍ଟ ହୋଇପାରନ୍ତି ହ୍ୟୁମାନ ସାଗର। ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଏପର୍ଯ୍ୟନ୍ତ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥାରେ ସେତେଟା ସୁଧାର ଆସିନାହିଁ । ଆଗାମୀ କିଛି ଘଣ୍ଟା ଯାଏ ତାଙ୍କୁ ଅବଜରଭେସନରେ ରଖାଯାଇଛି । ଖବର…

ଆସନ୍ତା ୧୯ କିମ୍ବା ୨୦ତାରିଖରେ ହେବ ବିହାରରେ ହେବ ଶପଥ ଗ୍ରହଣ

ବିହାର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ଏବେ ନୂଆ ସରକାର କେବେ ଶପଥ ଗ୍ରହଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏଠାରେ ଏନଡିଏ ଏକ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ନୂତନ ସରକାର ଗଠନ ପ୍ରକ୍ରିୟା ଏବେ ତ୍ୱରାନ୍ୱିତ ହୋଇଛି । ସୂତ୍ର ଅନୁସାରେ ଶପତ ଗ୍ରହଣ ଉତ୍ସବ…

ଦକ୍ଷିଣ ଆଫ୍ରିକାଠାରୁ ପ୍ରଥମ ଟେଷ୍ଟ ହାରିଲା ଭାରତ

କୋଲକାତାର ଇର୍ଡେନ୍ ଗାର୍ଡେନରେ ଭାରତର ଲଜ୍ଜାଜନକ ଟେଷ୍ଟ ପରାଜୟ । ଦକ୍ଷିଣ ଆଫ୍ରିକାଠାରୁ ପ୍ରଥମ ଟେଷ୍ଟ ହାରିଲା ଭାରତ । ନିଜ ଦ୍ୱିତୀୟ ଇଂନିସରେ ଭାରତୀୟ ଦଳ ଅତି ଖରାପ ବ୍ୟାଟିଂ କରିବା ସହିତ ମାତ୍ର ୯୩ ରନରେ ଅଲଆଉଟ୍ ହୋଇଛି । ଆଉ ଏହି ମ୍ୟାଚକୁ ୩୦ ରନରେ ଜିତିନେଇଛି ଦକ୍ଷିଣ ଆଫ୍ରିକା ଦଳ…

୨୦୨୪-୨୫ ମାର୍କେଟିଂ ବର୍ଷ ରେ ୧୬ ନିୟୁତ ଟନ ଖାଇବା ତେଲ ଆମଦାନି କରିଛି ଭାରତ

୨୦୨୪-୨୫ ମାର୍କେଟିଂ ବର୍ଷ (୨୦୨୪ ନଭେମ୍ବରରୁ ୨୦୨୫ ଅକ୍ଟୋବର)ରେ ଭାରତ ୧୬ ନିୟୁତ ଟନ ଖାଇବା ତେଲ ଆମଦାନି କରିଛି। ଏହାର ମୂଲ୍ୟ ପ୍ରାୟ ୧.୬୧ ଲକ୍ଷ କୋଟି ଟଙ୍କା। ଚାହିଦା ପୂରଣ ପାଇଁ ଏହି ଆମଦାନି କରାଯାଇଛି ବୋଲି ସ‌ଲଭେଣ୍ଟ ‌ଏକ୍ସଟ୍ରାକ୍ଟର୍ସ ଆ‌ୋସାସିଏସନ୍‌  ଅଫ୍ ଇଣ୍ଡିଆ ପକ୍ଷରୁ…

ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ – ପିସିସି ସଭାପତି ଭକ୍ତ ଦାସ

ନୂଆପଡ଼ା ଜନାଦେଶକୁ ନେଇ ପିସିସି ସଭାପତି ଭକ୍ତ ଦାସ ଦେଇଛନ୍ତି ବଡ଼ ବୟାନ । କହିଛନ୍ତି, ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ଦଳରେ ବିଭୀଷଣ ରହିଥିବା ବେଳେ ଆମ ଦଳରେ ମଧ୍ୟ ଏଭଳି କିଛି ତତ୍ତ୍ୱ ଅଛନ୍ତି, ଯେଉଁମାନେ ନିର୍ବାଚନରେ ଆମ…

ପଥରଖଣିରେ ଫସିରହିଛନ୍ତି ଫସି ରହିଛନ୍ତି ୧୫ରୁ ଅଧିକ ଶ୍ରମିକ

ଉତ୍ତରପ୍ରଦେଶ ସୋନଭଦ୍ରରେ ଅଘଟଣ । ପଥରଖଣିରେ ଫସିରହିଛନ୍ତି ଫସି ରହିଛନ୍ତି ୧୫ରୁ ଅଧିକ ଶ୍ରମିକ ଶନିବାର କାମ କରୁଥିବା ସମୟରେ ବଡ ଖଣିଖାଦାନର ଏକ ଭାଙ୍ଗ ଭାଙ୍ଗିଯିବା ଫଳରେ ରାସ୍ତା ଅବରୋଧ ହୋଇଯାଇଛି । ଏଥସହ ପଥରଖଣ୍ଡ ତଳେ ଚାପି ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶନିବାର କାମ…

ଘରେ ବନାନ୍ତୁ ଲିପବାମ୍

ଶୀତ ଦିନରେ ସବୁଠାରୁ ସାଧାରଣ ସମସ୍ୟା ହେଉଛି ଓଠ ଫାଟିବା, କଳା ପଡ଼ିଯିବା ଏବଂ ଶୁଷ୍କ ହୋଇଯିବା‌। ଶୀତ ଋତୁରେ ବୋହୁଥିବା ଥଣ୍ଡା ପବନ ଚର୍ମର ଆର୍ଦ୍ରତା ହ୍ରାସ କରିଥାଏ, ଯାହା ଫଳରେ ଚର୍ମ ଶୁଷ୍କ ହୋଇଯାଏ। ଏହି ଶୁଷ୍କତା ବେଳେବେଳେ ଓଠକୁ କଳା ମଧ୍ୟ କରିଦିଏ। ତେବେ ହେଉଥିବା ଏସବୁ ସମସ୍ୟାର…