Browsing Tag

#india

ରେହମାନଙ୍କୁ ଛାଡପତ୍ର ଦେବେ ସାଏରା

ଓସ୍କାର ବିଜେତା ତଥା ଭେଟେରାନ ସଙ୍ଗୀତକାର ଏ.ଆର୍‌ ରେହମାନଙ୍କର ଛାଡପତ୍ର ହେବାକୁ ଯାଉଛି। ଦୀର୍ଘ ୨୯ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀ ସାଏରା ବାନୋଙ୍କ ଠାରୁ ସେ ଅଲଗା ହେବାକୁ ଯାଉଛନ୍ତି। ଏନେଇ ରେହମାନ ଓ ସାୟରାଙ୍କ ଓକିଲ ସୂଚନା ଦେଇଛନ୍ତି। ତେବେ ସାଏରାଙ୍କ ଅନୁସାରେ, ସେ ଏହି…

ଅଣନିଶ୍ବାସୀ ହେଲେଣି ଦିଲ୍ଲୀ ବାସିନ୍ଦା

ଦିଲ୍ଲୀକୁ କ୍ରମାଗତ ୩ ଦିନ ହେଲା ବିଷାକ୍ତ ଧୂମକୁହୁଡ଼ିର ଘନ ଅସ୍ତରଣ ଘୋଡ଼ାଇ ରଖିଥିବାରୁ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଲେଣି। ପ୍ରଦୂଷଣ ଅତ୍ୟନ୍ତ ସାଂଘାତିକ ହୋଇଥିବାବେଳେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୮୮ ରହିଛି। କେତେକ ସ୍ଥାନରେ ଏହା ୫୦୦ ଛୁଇଁଥିବା ଜଣାପଡ଼ିଛି।…

୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି

ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ।…

ଆଜିଠାରୁ ଆରମ୍ଭ ଧାନ କିଣା ପ୍ରକ୍ରିୟା

ଆଜିଠାରୁ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେଉଛି ଧାନ କିଣା ପ୍ରକ୍ରିୟା । ଚଳିତ ଖରିଫ ଋତୁରେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇବେ ଚାଷୀ । ୨୩୦୦ ଟଙ୍କା ଏମ୍‌ଏସପି ଓ ୮୦୦ ଟଙ୍କା ବୋନସ୍ ପାଇବେ । ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଖରିଫ ଧାନ ସଂଗ୍ରହ କରାଯାଉଛି ।  କିଭଳି…

ଝାଡ଼ଖଣ୍ଡ , ମହାରାଷ୍ଟ୍ର ମତଦାନ ଆରମ୍ଭ: ବିଜେପି, କଂଗ୍ରେସ ଉପରେ ନଜର

୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଏଥର କିଏ ମାରିବ ବାଜି?  । ବିଜେପି ଅଧିକ ଆସନ ପାଇବ କି କଂଗ୍ରେସ ଅଧିକ ଆସନ ପାଇବ? କିଏ ହେବ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ? ଏସବୁ ପ୍ରଶ୍ନ ଭିତରେ ଚାଲିଛି ମହାରାଷ୍ଟ୍ରରେ ମତଦାନ । ସେହିପରି  ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଅବଶିଷ୍ଟ…

23ରେ ଆସୁଛି ଏକ ଲଘୁଚାପ

ରାଜ୍ୟରେ କମିବ ତାପମାତ୍ରା ବଢିବ ଶୀତ । କାରଣ ୨୩ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ  । ୨୧ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ପରେ ଘନୀଭୂତ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ…

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ ।   ଖୁବଶୀଘ୍ର ଏ ନେଇ ସରକାରୀ…

ଦେଶର ପରବର୍ତ୍ତୀ ସିଏଜି ହେବେ କେ.ସଞ୍ଜୟ ମୂର୍ତ୍ତି

କେ. ସଞ୍ଜୟ ମୂର୍ତ୍ତି ହେବ ଦେଶର ପରବର୍ତ୍ତୀ କଣ୍ଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ବା ସିଏଜି। ସେ ଗିରିଶ ମୁର୍ମୁଙ୍କ ସ୍ଥାନ ନେବେ। ରାଷ୍ଟ୍ରପତିଙ୍କ ପକ୍ଷରୁ ତାଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୯ ବ୍ୟାଚର ହିମାଚଳ ପ୍ରଦେଶ କ୍ୟାଡରର  ଆଇଏଏସ କେ. ସଞ୍ଜୟ…

ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର ତାରିଖକୁ ନେଇ ଚର୍ଚ୍ଚା

ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କରି ନିଜ ସମ୍ପର୍କ ବିଷୟରେ ସମସ୍ତଙ୍କୁ ଜଣାଇଥିଲେ। ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ…

ମଦ ବନ୍ଦ କଲେ ମୁଁ ଗୀତ ଗାଇବା ବନ୍ଦ କରିଦେବି କହିଲେ ଦିଲଜିତ

କିଛି ଦିନ ତଳେ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ ଦୋସାଞ୍ଜଙ୍କ ବହୁ ପ୍ରତୀକ୍ଷିତ "ଦିଲ-ଲୁମିନାଟି" କନ୍ସର୍ଟ ଆୟୋଜକଙ୍କୁ ନୋଟିସ ପଠାଇଥିଲେ ତେଲେଙ୍ଗାନା ସରକାର | କନ୍ସର୍ଟରେ ଡ୍ରଗ୍ସ, ହିଂସା ଏବଂ ମଦ୍ୟପାନକୁ ପ୍ରୋତ୍ସାହିତ କରୁଥିବା ଗୀତଗୁଡ଼ିକ ଗାଇବାକୁ ଅନୁମତି ଦିଆଯିବ ନାହିଁ ସ୍ପଷ୍ଟ…