ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୌସୁମୀ ବର୍ଷାରେ ଭିଜିବ…