ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ସ୍ୱତନ୍ତ୍ର ଏନଆଇଏ କୋର୍ଟ ବୁଧବାର ଦଣ୍ଡାଦେଶ କରିଛନ୍ତି। କୋର୍ଟ ସମସ୍ତ ୧୦ଜଣଙ୍କୁ ମୃତ୍ୟୁଦଣ୍ଡାଦେଶ କରିଛନ୍ତି। ସ୍ୱତନ୍ତ୍ର କୋର୍ଟ ବିଚାରପତି ଜଷ୍ଟିସ୍ ଅଜୟ ସିଂହ ରାଜପୁତ ଅପରାହ୍ନ ୫ଟା ରେ ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି।…