Browsing Tag

#india

ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ…

ପଦ୍ମ ବିଜେତାଙ୍କ ପାଇଁ ଖୁସି ଖବର , ମିଳିବ 30 ହଜାର ଟଙ୍କା

ପଦ୍ମ ବିଜେତା ଓ ତାଙ୍କ ପରିବାର ପାଇଁ ଓଡ଼ିଶା ସରକାର ଖୁସି ଖବର ଆଣିଛନ୍ତି। ‌ମୋହନ ଚରଣ ମାଝୀଙ୍କ ସରକାର ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ଭାବେ ମାସକୁ ୩୦ ହଜାର ଟଙ୍କା ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ ସହ…

ପୂରଣ ହେବ ହୋମଗାର୍ଡ଼ ପଦବୀ

ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ  ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।ସୂଚନା ଯୋଗ୍ୟ…

ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ

ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ସଚିବ ପଦରୁ ବୀର ବିକ୍ରମ ଯାଦବଙ୍କୁ…

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଘନିଷ୍ଠ ସହଯୋଗୀ ସୁନୀଲ ଶ୍ରୀବାସ୍ତ ଘରେ ଆୟକର ବିଭାଗର ଚଢଉ

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘନିଷ୍ଠ ସହଯୋଗୀ ସୁନୀଲ ଶ୍ରୀବାସ୍ତଙ୍କ ଘରେ ଆୟକର ବିଭାଗର ଚଢଉ । ଆୟକର ବିଭାଗର ଟିମ୍ ସୁନୀଲଙ୍କ ବାସଭବନ ସହ ରାଞ୍ଚି ଓ ଜାମସେଦପୁରରେ ୯ଟି ସ୍ଥାନରେ  ଚଢଉ କରୁଛି । ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଉଛନ୍ତି ସୁନୀଲ ଶ୍ରୀବାସ୍ତବ ।

ଏନକାଉଣ୍ଡରରେ 2 ନକ୍ସଲଙ୍କ ନିପାତ କରିଛି ବିଜାପୁର ପୋଲିସ

ଛତିଶଗଡ଼ ବିଜାପୁରରେ ଏନକାଉଣ୍ଡରରେ 2 ନକ୍ସଲଙ୍କ ନିପାତ କରିଛି ବିଜାପୁର ପୋଲିସ । ବସ୍ତର ଆଇଡି ପି.ସୁନ୍ଦରରାଜଙ୍କ ସୂଚନା ଅନୁସାରେ ଅସୁର-ବାସାଗୁଡ଼ା-ପାମେଡ ସେକ୍ଟରରେ ନକ୍ସଲ ବିରୋଧୀ କମ୍ବିଂ ଅପରେସନ ଜାରି ରହିଛି । ଘଞ୍ଚ ଜଙ୍ଗଲ ମଧ୍ୟରେ ନକ୍ସଲଙ୍କ କ୍ୟାମ୍ପ ଚାଲିଥିବା ଗୁପ୍ତ ସୂଚନା…

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା…

ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ…

ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ

ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍‌ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍‌ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍‌ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩…

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ଆଜି ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୯୭ବର୍ଷରେ ପାଦ ଥାପିଥିବା ଲାଲକୃଷ୍ଣ ଆଡଭାନୀ ୧୯୨୭ ମସିହା ନଭେମ୍ବର ୮ ତାରିଖରେ ପାକିସ୍ତାନର କରାଚୀରେ ଜନ୍ମଗ୍ରହଣ କରିଥିଲେ । ସେ ୨୦୦୨ରୁ…