Browsing Tag

#india

ପାରଦ ତଳମୁଁହା

ଦିନକୁ ଦିନ ପାରଦ ତଳମୁଁହା  ହେବାରେ ଲାଗିବା ସହ ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପୁଛି ଓଡ଼ିଶାର ଦାର୍ଜିଲିଂ ଜି. ଉଦୟଗିରି । ପାରଦ ୭ଡିଗ୍ରିରେ ପହଁଚିଥିବା ରେକର୍ଡ କରିଛି ଆଞ୍ଚଳିକ କୃଷି ଗବେଷଣା ଏବଂ ପରାମର୍ଶ କେନ୍ଦ୍ର । ଶୀତ ସାରା ଅଞ୍ଚଳବାସୀଙ୍କୁ କଲବଲ କରିବାରେ ଲାଗିଛି । ଚଳିତ ବର୍ଷ…

ବିହାର ନିର୍ବାଚନ : ବିପୁଳ ଆସନରେ ଏନଡିଏ ବିଜୟଲାଭ କରି ବିରୋଧୀ ମହାମେଣ୍ଟକୁ କଡ଼ା ଜବାବ ଦେଇଛି

ବିହାର  ୨୪୩ ଆସନ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି ଏନ୍‌ଡିଏ ଐତିହାସିକ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ବିରୋଧୀ ମହାମେଣ୍ଟ ମାତ୍ର ୩୫ଟି ଆସନରେ ସୀମିତ ରହିଯାଇଛି। କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ଆର୍‌ଜେଡି ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିବା ବେଳେ ମହାମେଣ୍ଟର ଅନ୍ୟତମ ପ୍ରମୁଖ…

ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍‌ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୋହନ ଚରଣ ମାଝୀ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ…

ବିହାରରେ ଏନଡିଏ ର ବଡ଼ ବିଜୟ ହାସଲ

ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି। ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି। ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ବିହାରରେ ଏନଡିଏ ମୋଟ ୨୦୭ଟି ଆସନରେ ବିଜୟୀ/ଆଗୁଆ ଥିବାବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ ୮୫ଟି ଆସନରେ ବିଜୟୀ/ଆଗୁଆ ରହିଛି ।…

ନୂଆପଡ଼ା ଉପନିର୍ବାଚନ ଫଳାଫଳ: ନିରବ ଶଙ୍ଖ , ଫୁଟିବା ସୁନିଶ୍ଚିତ

ବିଜୟ ଦୌଡ଼ରେ ଆଗରେ ଜୟ ଢ଼ୋଲକିଆ । ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆଙ୍କୁ ୫୦ ହଜାରରୁ ଅଧିକ ଭୋଟ । ଦଶମ ରାଉଣ୍ଡରେ ୫୦୩୩୩ ଭୋଟ ସହ ସେ ଆଗୁଆ ଅଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ୧୭୧୦୧ ସହ ସେହ୍ନାଙ୍ଗିନୀ ଛୁରିଆ ଦ୍ୱିତୀୟ ରାଉଣ୍ଡରେ ଅଛନ୍ତି । ତୃତୀୟ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ…

ନୂଆପଡ଼ା ଉପନିର୍ବାଚନ ଫଳାଫଳ:କାମ ଦେଲାନି ନବୀନଙ୍କ ମନ୍ତ୍ର , ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ…

ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍‌ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ…

ବିହାର ବିଧାନସଭା ନିର୍ବାଚନ ଫଳାଫଳ: NDA ମେଣ୍ଟ ୧୯୦ ଆସନରେ ଆଗୁଆ ଥିବା ବେଳେ ମହାଗଠବନ୍ଧନ ୫୦ ଆସନରେ ଆଗୁଆ ଅଛି

ବିହାର ବିଧାନସଭା ନିର୍ବାଚନର ଭୋଟ ଗଣନା ଜାରି ରହିଥିବା ବେଳେ, ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ୨୪୩ ଆସନ ବିଶିଷ୍ଟ ବିଧାନସଭା ମଧ୍ୟରୁ ୨୩୬ ଆସନର ଟ୍ରେଣ୍ଡ ପ୍ରକାଶ ପାଇଛି, ଯାହା ରାଜ୍ୟର ଶାସକ ଦଳର ଏକ ସ୍ପଷ୍ଟ ଚିତ୍ର ପ୍ରକାଶ ପାଇଛି । ଟ୍ରେଣ୍ଡ ଅନୁସାରେ, ପ୍ରତିଯୋଗିତା ଏକପାଖିଆ…

ଭୋଟ ଗଣତି ନସରୁଣୁ ଟ୍ରେଣ୍ଡକୁ ଦେଖି ବିଜେପି ଅଫିସରେ ଖୁସିର ମାହୋଲ

ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାଣମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୭୫ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୬୪ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି । ଏନଡିଏ- ୧୭୫ ମହାମେଣ୍ଟ- ୬୪…

ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି : ତୃତୀୟ ରାଉଣ୍ଡରେ ବିଜେପି ଆଗରେ , ପଛରେ କଂଗ୍ରେସ ଓ ବିଜେଡ଼ି

ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି ପ୍ରକ୍ରିୟା ମୋଟ ୨୬ ରାଉଣ୍ଡ ମଧ୍ୟରୁ ଶେଷ ହୋଇ ସାରିଛି ପ୍ରଥମ ୩ ରାଉଣ୍ଡ ଭୋଟ ଗଣତି । ତୃତୀୟ ରାଉଣ୍ଡ ସୁଦ୍ଧା ଲଗାତାର ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ଲିଡ୍‌ କରିବାରେ ଲାଗିଛନ୍ତି । ତୃତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ୧୪…

ସାମ୍ନାକୁ ଆସିଲା ନୂଆପଡ଼ା ଉପ ନିର୍ବାଚନର ପ୍ରାରମ୍ଭିକ ଟ୍ରେଣ୍ଡ୍, ଆଗରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ସାମ୍ନାକୁ ଆସିଲା ନୂଆପଡ଼ା ଉପ ନିର୍ବାଚନର ପ୍ରାରମ୍ଭିକ ଟ୍ରେଣ୍ଡ୍ । ଆଗରେ ରହିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପ୍ରଥମ ରାଉଣ୍ଡରେ ଜୟ ଢୋଲକିଆ ୪ ହଜାର ୯୦୪ ଭୋଟ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ୧୩୫୭ ଆଉ କଂଗ୍ରେସ ପ୍ରାର୍ଥୀ ୧୩୦୮ ଖଣ୍ଡ ଭୋଟ ପାଇଛନ୍ତି । ଜୟ ଢୋସକିଆ…