ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ ,ଆସନ୍ତା ଜୁନ୍ ୧ରୁ ଏହି ନୂତନ ବ୍ୟବସ୍ଥା କାର୍ଯ୍ୟକାରୀ ହେବାକୁ ଯାଉଛି
ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏହି ନୂଆ ଜୋନ୍ ର ମୁଖ୍ୟାଳୟ ହେବ ।…