ପୃଥିବୀର ସବୁଠାରୁ ପ୍ରଦୂଷିତ ରାଜଧାନୀ ପାଲଟିଛି ଦିଲ୍ଲୀ
ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଏବେ ‘ଅତି ଖରାପ’ ସ୍ତରରୁ ‘ସାଂଘାତିକ’ ଆଡ଼କୁ ଗତି କରୁଛି। ଶୀତ ଆରମ୍ଭ ନ ହେଉଣୁ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ଉଦ୍ବେଗଜନକ ହୋଇଥିବା ବେଳେ ଅଧିକାଂଶ ଅଂଚଳରେ ବାୟୁମାନ ସୂଚକାଙ୍କ (ଏକ୍ୟୁଆଇ) ୩୦୦ ଅତିକ୍ରମ କରିଛି। ଏଭଳି ସ୍ଥିତିରେ ଦିଲ୍ଲୀବାସୀଙ୍କ ଜୀବନ…