ଆଗାମୀ ୭ ଦିନ ଯାଏଁ ସମସ୍ତ ଦହିବରା ଦୋକାନୀ, ବୁଲା ବିକାଳି, ଫାଷ୍ଟଫୁଡ ସେଣ୍ଟର ବନ୍ଦ ରଖିବାକୁ ନିର୍ଦ୍ଦେଶ
ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣା । ଯାଜପୁର ପୌରପାଳିକା ପକ୍ଷରୁ ବଡ଼ ପଦକ୍ଷେପ । ପୌରାଅଞ୍ଚଳରେ ସମସ୍ତ ଦହିବରା ଦୋକାନୀ, ବୁଲା ବିକାଳି, ଫାଷ୍ଟଫୁଡ ସେଣ୍ଟର ଉପରେ ଚଢାଉ କରିଛି ପ୍ରଶାସନ । ଏହାସହ ଆଗାମୀ ୭ ଦିନ ଯାଏଁ ଏହି ସବୁ ଦୋକାନ ବନ୍ଦ…