ଆଜି ନୂଆପଡ଼ା ଫଳାଫଳ: ଜନତା ପାଇବେ ନୂଆ ବିଧାୟକ
ନୂଆପଡ଼ା ଉପନିର୍ବାଚନ ଏବଂ ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଆଜି ହେଉଛି। ଷ୍ଟ୍ରଙ୍ଗ ରୁମରେ ସିଲ୍ ହୋଇଥିବା ଇଭିଏମ୍ ଖୋଲୁଛି। ଶୁକ୍ରବାର ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେଉଛି ଏବଂ ଭୋଟ୍ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ। ଭୋଟ୍ ଗଣତି ନେଇ…