ଆଜି ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ…