Browsing Tag

#india

ଜେଡିୟୁ ମୁଖପାତ୍ର ପଦରୁ କେସି ତ୍ୟାଗିଙ୍କ ଇସ୍ତଫା

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ(ଜନତା ଦଳ ୟୁନାଇଟେଡ୍‌)ର ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ କେସି ତ୍ୟାଗି। ଏହାପରେ ରାଜୀବ ରଞ୍ଜନ ପ୍ରସାଦଙ୍କୁ ନୂଆ ମୁଖପାତ୍ର ନିଯୁକ୍ତ କରାଯାଇଛି। ସୂଚନା ଅନୁସାରେ, ଇସ୍ରାଏଲ-ପାଲେଷ୍ଟାଇନ୍…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଗତକାଲି ଚଢ଼ଉ ବେଳେ ବିଇଓଙ୍କ ୩ଟି ବହୁତଳ କୋଠା ଠାବ ହୋଇଥିଲା। ଏହାଛଡ଼ା ତାଙ୍କ ଘରୁ ସାଢ଼େ ୬ ଲକ୍ଷ ସହ…

ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ  …

ରୁଷରେ ବଡ ଅଘଟଣ; ଏମଆଇ-୮ଟି ହେଲିକପ୍ଟର ନିଖୋଜ

ରୁଷରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ରୁଷର ଏକ ହେଲିକପ୍ଟର କାମଚାତକାରେ ନିଖୋଜ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ଆଶଙ୍କା କରାଯାଉଛି। ଏମଆଇ-୮ଟି ହେଲିକପ୍ଟରରେ କ୍ରୁ ସଦସ୍ୟଙ୍କ ସମେତ ୨୨ ଜଣ ଥିଲେ।ମିଳିଥିବା ସୂଚନାନୁଯାୟୀ, ରୁଷର ଏମଆଇ-୮ଟି ହେଲିକପ୍ଟର ଶନିବାର ରୁଷର…

ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ମାମଲାରେ ଯେତେ ଶୀଘ୍ର ନିଷ୍ପତ୍ତି ନିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମହିଳାଙ୍କ ଉପରେ ଅତ୍ୟାଚାର ଏବଂ ଶିଶୁଙ୍କ ସୁରକ୍ଷା ସମାଜ ପାଇଁ ଗଭୀର ଚିନ୍ତାର ବିଷୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ମହିଳାଙ୍କ ସୁରକ୍ଷା ପାଇଁ ଦେଶରେ ଅନେକ କଠୋର ଆଇନ ପ୍ରଣୟନ କରାଯାଇଛି, କିନ୍ତୁ ଏହାକୁ ଅଧିକ ସକ୍ରିୟ କରିବାର ଆବଶ୍ୟକତା ରହିଛି। ମହିଳାଙ୍କ ଉପରେ…

ବିଧାନସଭାରେ ରୋଚକ ପ୍ରଶ୍ନ; ମଦ୍ୟପଙ୍କୁ ସ୍ୱାସ୍ଥ୍ୟ ବୀମାଭୁକ୍ତ କରିବାକୁ ସରକାର ବ୍ୟବସ୍ଥା କରିବେ କି?

ବିଧାନସଭାରେ ବିଧାୟକଙ୍କ ରୋଚକ ପ୍ରଶ୍ନ। ସରକାର ମଦୁଆଙ୍କ ସ୍ବାସ୍ଥ୍ୟବୀମା ପାଇଁ ବ୍ୟବସ୍ଥା କରିବେ କି? ବିଧାନସଭାରେ ଏପରି ପ୍ରଶ୍ନ ପଚାରିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଶନିବାର ଗୃହରେ ବିଜେଡି ବିଧାୟକ ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ସମ୍ପୂର୍ଣ୍ଣ…

ଏହି ସବୁ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଆସନ୍ତା ସେପ୍ଟେମ୍ବର ୨, ୯ ଏବଂ ୧୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସଂପ୍ରତି ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ ଏବଂ ସେପ୍ଟେମ୍ବର ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ…

ଦିବ୍ୟାଙ୍ଗମାନଙ୍କ ପାଇଁ ସିନେମା ହଲ୍‌ରେ ଫିଲ୍ମ ପ୍ରଦର୍ଶନର ମାର୍ଗଦର୍ଶିକା ଜାରି

ଭାରତ ସରକାରଙ୍କ ସୁଗମ୍ୟ ଭାରତ ଅଭିଯାନରେ ଦିବ୍ୟାଙ୍ଗମାନଙ୍କ ପାଇଁ ସିନେମା ହଲ୍‌ମାନଙ୍କରେ ଫିଲ୍ମ ପ୍ରଦର୍ଶନର ମାର୍ଗଦର୍ଶିକା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣ ବୋର୍ଡ ପକ୍ଷରୁ କଟକଠାରେ ଆଞ୍ଚଳିକ ଅଧିକାରୀ ତଥା ପିଆଇବି ଓ ସିବିସିର ନିର୍ଦ୍ଦେଶକ ଡକ୍ଟର…

ମହାରାଷ୍ଟ୍ରରେ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣାରେ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ…

ମହାରାଷ୍ଟ୍ରରେ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ଘଟଣାରେ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗତ ଅଗଷ୍ଟ ୨୬ ତାରିଖରେ ସିନ୍ଧୁଦୁର୍ଗ ଜିଲାର ମାଲଓ୍ବନଠାରେ ସ୍ଥାପିତ ଶିବାଜୀଙ୍କ ୩୫ ଫୁଟ ଉଚ୍ଚ ପ୍ରତିଭୂର୍ତ୍ତି ଭାଙ୍ଗିଯାଇଥିଲା। ପ୍ରଧାନମନ୍ତ୍ରୀ…

ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ

ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।     ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି,  ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ…