Browsing Tag

#india

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ

ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ। ଏ ନେଇ ସବୁ ଜିଲାପାଳ ଏବଂ ବିଭାଗକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି।…

ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ଆଇନ

ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍‌ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ବତନ୍ତ୍ରତା…

ପରିତ୍ୟକ୍ତ କୋଠାରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର,ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ବାଲେଶ୍ବର ଜିଲ୍ଲା ରେମୁଣା ଅଧୀନ ଥାନା ବାଲଗୋପାଲପୁର ଶିଳ୍ପାଞ୍ଚଳରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ସ୍ଥାନୀୟ ଏକ ତିନି ମହଲା ପରିତ୍ୟକ୍ତ କୋଠାରୁ ଗତକାଲି ସଂଧ୍ୟାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ଯାହା​ ଅନୁମାନ କରାଯାଉଛି, ତାଙ୍କର ଦୁଷ୍କର୍ମ ପରେ ହତ୍ୟା ହୋଇଛି। ମିଳିଥିବା…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଶ୍ରୀମନ୍ଦିରର ବାର୍ଷିକ ଆୟ ବ୍ୟୟ ଅଟକଳ ଆଗତ କରାଯିବ। ତାପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିଥିଲା ଅର୍ଥ…

ଭିଜିଲାନ୍ସ ହାତରେ କନିଷ୍ଠ କିରାଣୀ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ କିରାଣୀ। ବାଲେଶ୍ୱର ଜିଲା ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ। ଏକକାଳୀନ ୬ଟି ସ୍ଥାନରେ ଚଢାଉ ହେଉଥିବା ସୂଚନା ମିଳିଛି। ଭିଜିଲାନ୍ସର ୬ଜଣିଆ ଟିମ୍‌‌ ପ୍ରଦୀପଙ୍କ…

ମୁଁ କୌଣସି ଜୁନିୟର୍‌ ଡାକ୍ତରଙ୍କୁ ଧମକ ଦେଇନାହିଁ: ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  କହିଛନ୍ତି ଯେ କୋଲକାତା ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟାକୁ ବିରୋଧ କରୁଥିବା ଡାକ୍ତରଙ୍କୁ ସେ କେବେ ବି ଧମକ ଦେଇନାହାଁନ୍ତି। ଆନ୍ଦୋଳନକାରୀ ଜୁନିଅର ଡାକ୍ତରମାନଙ୍କୁ ଧମକ ଦେବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା…

ହୁରୁନ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ହେଲା ଧନୀ ତାଲିକା: ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଆାଦାନୀ

ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ ଦେଶର ସବୁଠୁ ଧନୀ ବ୍ୟକ୍ତି ଭାବେ ମାନ୍ୟତା ପାଇଛନ୍ତି। ମୁକେଶ ଅମ୍ବାନୀଙ୍କୁ ହଟାଇ ସେ ଦେଶର ୧ ନମ୍ବର ଧନୀ ହେବାର ସୁଯୋଗ ଲାଭ କରିଛନ୍ତି। ହୁରୁନ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଧନୀ ତାଲିକା ୨୦୨୪ ରିପୋର୍ଟରେ ଏହା କୁହାଯାଇଛି। ତାଲିକା ଅନୁସାରେ, ଆଦାନୀଙ୍କ…

ମଣିଷଙ୍କୁ  ବାର୍ଡ ଫ୍ଲୁ ସଂକ୍ରମଣ  ହୋଇନି : ସ୍ୱାସ୍ଥ୍ୟମନ୍ତ୍ରୀ

ମଣିଷଙ୍କୁ  ବାର୍ଡ ଫ୍ଲୁ ସଂକ୍ରମଣ  ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି। ବାର୍ଡ ଫ୍ଲୁ ନେଇ ସ୍ୱାସ୍ଥ୍ୟ ବିଭାଗ…

ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକ ସାଜିଲା ରକ୍ତମୁଖା,ରାସ୍ତାରେ କଣ୍ଟା ସାଜିଥିବା ଦାଦାକୁ ହଟାଇବାକୁ ପାଲଟିଗଲା…

ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକ ସାଜିଲେ ରକ୍ତମୁଖା। ଆଉ ରାସ୍ତାରେ କଣ୍ଟା ସାଜିଥିବା ଦାଦାଙ୍କୁ ହଟାଇବାକୁ ପାଲଟିଗଲେ ଜହ୍ଲାଦ । ଏପରିକି ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ ପକାଇଲେ। ଫଳରେ ଆଖି ପିଛୁଳାକେ ମୁଣ୍ଡରୁ ଗଣ୍ଡି ଅଲଗା ହୋଇଗଲା।…

ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର, ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ

ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ ପହଞ୍ଚି ବିପୁଳ ପରିମାଣର ପୋଚ ଜବତ କରିବା ସହ ନଷ୍ଟ କରିଛି। ତେବେ ଗତ ୨୬ ତାରିଖରେ…