ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ…